Masthead

ମଣିପୁର ହିଂସା, ସୁରକ୍ଷାକର୍ମୀଙ୍କୁ ଗୁଳି ଚଳାଇଲେ ବିଦ୍ରୋହୀ

ଇମ୍ଫାଲ (ବଡ଼ ଖବର ବ୍ୟୁରୋ): ଥମୁନି ମଣିପୁର ହିଂସା । ଦିନକୁ ଦିନ ଉଗ୍ର ହେବାରେ ଲାଗିଛି । ଶନିବାର ମଧ୍ୟ ରାତିରେ ବିଷ୍ଣୁପୁରରେ ଜିଲ୍ଲାରେ ଦଙ୍ଗାକାରୀ ପୋଲିସ ଉପରକୁ ଗୁଳି ଚାଳନା କରିଛନ୍ତି । ଘଟଣାସ୍ଥଳରେ ୩ଜଣ ମୃତ୍ୟୁ ହୋଇଛି । ଶନିବାର ବିଳମ୍ବିତ ରାତିରେ ମଣିପୁରର ଉତ୍ତରପଶ୍ଚିମ ପ୍ରାନ୍ତରେ ଗୁଳିମାଡର ଶବ୍ଦ ଶୁଣାଯାଇଥିଲା ।

ଡମ୍ପି ପାହାଡି ଇଲାକାରେ ଅଜ୍ଞାତ ଅସ୍ତ୍ରଶସ୍ତ୍ରଧାରୀ ବ୍ୟକ୍ତିଙ୍କ ସହ କୁକି ବିଦ୍ରୋହୀ ମିଶି ସେଠାରେ ମୁତୟନ ହୋଇଥିବା ବିଡିଏଫ୍ ଓ ପୁଲିସ କମାଣ୍ଡୋଙ୍କ ଉପରକୁ ଗୁଳିମାଡ କରିଥିଲେ । ରାତି ସାରା ଗୁଳିମାଡ ଜାରି ରହିଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ