Masthead

ଅଶାନ୍ତ ମଣିପୁର, ନିଖୋଜ ଛାତ୍ରଙ୍କ ମୃତଦେହ ଉଦ୍ଧାର

ଇମ୍ଫାଲ (ବଡ଼ ଖବର ବ୍ୟୁରୋ କିଛି ଦିନର ସ୍ଥିରତା ପରେ ପୁଣି ଅଶାନ୍ତ ହୋଇଛି ମଣିପୁର । କିଛି ଦିନ ପୂର୍ବରୁ ମଣିପୁରରେ ଇଣ୍ଟରନେଟ୍ ସେବା ପୁନଃସ୍ଥାପିତ ହୋଇଥିଲା। ଇଣ୍ଟରନେଟ ଆସିବା ପରେ ଜୁଲାଇ ମାସରେ ଦୁଇ ନିଖୋଜ ଛାତ୍ରଙ୍କ ମୃତଦେହର ଭିଡ଼ିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି । ଏହି ପ୍ରସଙ୍ଗରେ ତୁରନ୍ତ ପଦକ୍ଷେପ ନେବାକୁ ରାଜ୍ୟ ସରକାର ନିଶ୍ଚିତ କରିଥିଲେ। ଯାହାକୁ ନେଇ ପୁଣି ମଣିପୁର ଅଶାନ୍ତ ହେବାକୁ ଲାଗିଛି । ଏବେ ନିଖୋଜ ହୋଇଥିବା ଦୁଇ ଛାତ୍ରଙ୍କ ମୃତଦେହ ଉଦ୍ଧାର ହୋଇଛି ।

ମୃତଦେହ ମିଳିବା ଘଟଣାରେ ରାଜ୍ୟରେ ପୁଣି ହିଂସାପୂର୍ଣ୍ଣ ମାହୋଲ ସୃଷ୍ଟି କରିଛି । ପ୍ରଦର୍ଶନକାରୀ ଓ ପୁଲିସ ମୁହାଁମୁହିଁ ଘଟଣା ହିଂସାକୁ ବୃଦ୍ଧି କରିବା ସହ ମାହୋଲକୁ ପୁଣି ବିଗାଡିଛି । ବୁଧବାର ମଧ୍ୟ ପ୍ରତିବାଦ ଜାରି ରହିଛି । ଶହ ଶହ ସଂଖ୍ୟକ ଲୋକ ଇମ୍ପାଲ ଓ ଅନ୍ୟାନ୍ୟ ସ୍ଥାନରେ ବିକ୍ଷୋଭ କରିଛନ୍ତି । ସେପଟେ ଅକ୍ଟୋବର ୧ରୁ ଆଗାମୀ ୬ମାସ ଯାଏଁ ପୂରା ମଣିପୁରକୁ ଅଶାନ୍ତ ଅଞ୍ଚଳଭାବେ ଘୋଷଣା କରାଯିବା ସହ ଆଫସା ବଳବତର ରହିବ । ଏଥିରୁ କେବଳ ୧୯ଟି ଥାନା ଅଞ୍ଚଳକୁ ବାଦ ଦିଆଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି