Masthead

ସରକାର କୌଣସି ପଦକ୍ଷେପ ନେଉନାହାନ୍ତି: ଫୁଲୋଦେବୀ ନେତମ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ମିଳିତ ବିରୋଧୀ ମେଣ୍ଟ ଇଣ୍ଡିଆର ୨୧ ଜଣିଆ ସାଂସଦ ପ୍ରତିନିଧି ଦଳ ମଣିପୁର ଗସ୍ତ କରି ଫେରିଛନ୍ତି । ମଣିପୁର ସ୍ଥିତି ସମୀକ୍ଷା ପରେ ରାଜ୍ୟପାଳଙ୍କୁ ଭେଟିବା ସହ ଏକ ସ୍ମାରକପତ୍ର ଦେଇଛନ୍ତି । ମଣିପୁରର ରିଲିଫ କ୍ୟାମ୍ପ ପରିଦର୍ଶନ କରି ଲୋକଙ୍କ ସହ କଥା ହୋଇଥିଲେ। ଦିଲ୍ଲୀ ଫେରିବା ପରେ କଂଗ୍ରେସ ସାଂସଦ ଫୁଲୋଦେବୀ ନେତମ ମଣିପୁର ପୋଲିସ ବିରୋଧରେ ଏକ ବଡ ଅଭିଯୋଗ ଆଣିଛନ୍ତି। ସେ କହିଛନ୍ତି ଦୁଇ ଝିଅଙ୍କୁ ବଳାତ୍କାର କରାଯାଇଥିବା ।

ପୀଡିତାମାନେ ମୋତେ କହିଥିଲେ ଯେ ପୋଲିସ ସାମ୍ନାରେ ସେମାନଙ୍କୁ ବଳାତ୍କାର କରାଯାଇଥିଲା । କିନ୍ତୁ ସରକାର କୌଣସି ପଦକ୍ଷେପ ନେଉନାହାଁନ୍ତି। ଆମେ ଦାବି କରୁଛୁ ଯେ ଯଥାଶୀଘ୍ର ସେଠାରେ ସ୍ୱାଭାବିକତା ପୁନଃ ସ୍ଥାପିତ ହେବା ଉଚିତ୍ । ସେ ଆହୁରି ମଧ୍ୟ କହିଛନ୍ତି ଆମେ ଏକ ପ୍ରାମାଣିକ ରିପୋର୍ଟ ପ୍ରସ୍ତୁତ କରି ଗୃହ ସମ୍ମୁଖରେ ଉପସ୍ଥାପନ କରିବୁ। ଆମେ ଦାବି କରୁଛୁ ଯେ ମଣିପୁର ବିଷୟରେ ଆଲୋଚନା ପାଇଁ ପ୍ରଧାନମନ୍ତ୍ରୀ ସଂସଦକୁ ଆସନ୍ତୁ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା