Masthead

ମଣିପୁର ହିଂସା, ୧୦ ଦିନ ଯାଏଁ ଇଣ୍ଟରନେଟ ସେବା ବନ୍ଦ

ଇମ୍ଫାଲ (ବଡ଼ ଖବର ବ୍ୟୁରୋ): ଥମିବାରେ ନା ନେଉ ନାହିଁ ମଣିପୁର ହିଂସା । କିଛି ଦିନ ତଳେ ହିଂସା କମିଥିବାବଳେ ପୁଣି ଏବେ ଉତ୍ତେଜନା ଦେଖିବାକୁ ମିଳିଛି । ଉତ୍ତେଜନାକୁ ଦୃଷ୍ଟିରେ ରଖି ମଣିପୁରରେ ଜୁନ ୧୦ ପର୍ଯ୍ୟନ୍ତ ଇଣ୍ଟରନେଟ୍ ନିଷେଧାଦେଶ ଜାରି ରହିବ। ମଣିପୁର ସରକାର ଏହି ନିଷ୍ପତ୍ତି ନେଇଛନ୍ତି। ଏହାପୂର୍ବରୁ ହିଂସା ଆରମ୍ଭ ହେବା ପରେ ପ୍ରଥମେ ମେ’ ୩ରେ ଇଣ୍ଟରନେଟ୍ ଉପରେ ପ୍ରତିବନ୍ଧକ ଲଗାଯାଇଥିଲା ଯାହା ବର୍ତ୍ତମାନ ଜୁନ ୧୦ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି।

ଇଣ୍ଟରନେଟ ଉପରେ ପ୍ରତିବନ୍ଧକ ଜୁନ୍ ୧୦ ତାରିଖ ଅପରାହ୍ନ ୩ଟା ପର୍ୟ୍ୟନ୍ତ ବଳବତ୍ତର ରହିବ। ସେପଟେ ଯେକୌଣସି ପରିସ୍ଥିତିର ମୁକାବିଲା ପାଇଁ ସମଗ୍ର ମଣିପୁରରେ ଏବଂ ବିଶେଷ କରି ହିଂସା ପ୍ରଭାବିତ ଅଞ୍ଚଳରେ ଭାରୀ ସୁରକ୍ଷାବାହିନୀ ମୁତୟନ କରାଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ