Masthead

ମନୀଷ ସିସୋଦିଆଙ୍କ ଜାମିନ ଆବେଦନ ଖାରଜ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ମନୀଷ ସିସୋଦିଆଙ୍କ ଜାମିନ ଆବେଦନ ଖାରଜ । ଦିଲ୍ଲୀ ପୂର୍ବତନ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଦିଆଙ୍କୁ ବଡ ଝଟକା ମିଳିଛି । ସିସୋଦିଆଙ୍କ ପକ୍ଷରୁ କରାଯାଇଥିବା ଜାମିନ ଆବେଦନକୁ ଖାରଜ କରିଛନ୍ତିି କୋର୍ଟ । ରାଓଜ ଏଭିନ୍ୟୁ କୋର୍ଟର ସ୍ୱତନ୍ତ୍ର ବିଚାରପତି ଜଷ୍ଟିସ ଏମକେ ନାଗପାଲ ସିସୋଦିଆଙ୍କ ଜାମିନ ଆବେଦନକୁ ଖାରଜ କରିଦେଇଛନ୍ତି । ଏବେ ରାଓଜ ଏଭିନ୍ୟୁ କୋର୍ଟଙ୍କ ରାୟ ବିରୋଧରେ ସିସୋଦିଆ ଦିଲ୍ଲୀ ହାଇକୋର୍ଟରେ ଆବେଦନ କରିବେ ବୋଲି ଜଣାପଡିଛି ।

କୋର୍ଟରେ ଜାମିନ ଆବେଦନ ଉପରେ ଶୁଣାଣି ବେଳେ ଜାମିନକୁ ବିରୋଧ କରିଥିଲା ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ । ଇଡି ତରଫରୁ କୁହାଯାଇଥିଲା କି ଏବେ ଯାଂଚ ଏକ ଗୁରୁତ୍ୱପୂର୍ଣ୍ଣ ପର୍ଯ୍ୟାୟରେ ପହଂଚିଛି ତେଣୁ ଏହି ସମୟରେ ଅଭିଯୁକ୍ତଙ୍କୁ ଜାମିନ ପ୍ରଦାନ କରାଗଲେ ଯାଂଚ ଉପରେ ପ୍ରଭାବ ପଡିପାରେ ବୋଲି ଇଡି ତରଫରୁ କୁହାଯାଇଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ