Masthead

ପଦରୁ ଇସ୍ତଫା ଦେଲେ ମନୀଷ ସିସୋଦିଆ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଦିଲ୍ଲୀ ଉପମୁଖ୍ୟମନ୍ତ୍ରୀ ତଥା ଆମ ଆଦମୀ ପାର୍ଟିର ନେତା ମନୀଷ ସିସୋଡିଆ ଏବଂ ସ୍ବାସ୍ଥ୍ୟମନ୍ତ୍ରୀ ସତ୍ୟେନ୍ଦ୍ର ଜୈନ ମଙ୍ଗଳବାର ନିଜ ପଦରୁ ଇସ୍ତଫା ଦେଇଛନ୍ତି। ଉଭୟଙ୍କ ଇସ୍ତଫା ପତ୍ରକୁ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲ ସ୍ବୀକାର କରିଥିବା ଜଣାପଡ଼ିଛି। ବର୍ତ୍ତମାନ ମନୀଷ ସିସୋଡିଆ ମଦ ନୀତି ଦୁର୍ନୀତି ମାମଲାରେ ଜେଲ୍‌ରେ ଥିବା ବେଳେ ସବିଆଇ ତାଙ୍କୁ ୫ଦିନିଆ ରିମାଣ୍ଡରେ ନେଇଛି। ଦୁର୍ନୀତି ମାମଲାରେ ପୂର୍ବରୁ ସତ୍ୟେନ୍ଦ୍ର ଜୈନ ଗିରଫ ହୋଇଥିଲେ ।

ଦିଲ୍ଲୀ ସରକାରରେ ମୋଟ୍ ୬ ଜଣ ମନ୍ତ୍ରୀ ଥିଲେ । କେଜ୍ରିୱାଲ କୌଣସି ବିଭାଗକୁ ନିଜ ପାଖରେ ରଖିନାହାନ୍ତି । ସିସୋଦିଆଙ୍କ ପାଖରେ ୧୮ଟି ବିଭାଗ ଥିଲା । ଏପରି ସ୍ଥିତିରେ ସିସୋଦିଆ ଜେଲରେ ରହିଥିବା ବେଳେ ସରକାର କିପରି ଚାଲିବ ତାହା କେଜ୍ରିୱାଲଙ୍କ ମୁଣ୍ଡ ବିନ୍ଧା ବଢାଇଥିଲା । ଏବେ ଦୁଇ ମନ୍ତ୍ରୀ ଇସ୍ତଫା ଦେବା ପରେ ଖୁବଶୀଘ୍ର ଦିଲ୍ଲୀ କ୍ୟାବିନେଟ୍ ସମ୍ପ୍ରସାରଣ ହେବା ନେଇ ଚର୍ଚ୍ଚା ଆରମ୍ଭ ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ