Masthead

ପ୍ରଧାନମନ୍ତ୍ରୀ ଶିକ୍ଷାର ମହତ୍ୱକୁ ଜାଣନ୍ତି ନାହିଁ: ସିସୋଦିଆ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଜେଲ ଭିତରୁ ଚିଠି ଲେଖିଲେ ମନୀଷ ସିସୋଦିଆ । ପ୍ରଧାନମନ୍ତ୍ରୀଙ୍କୁ ଟାର୍ଗେଟ କରିବା ସହ ଦେଶ ଉଦ୍ଦେଶ୍ୟରେ ଚିଠି ଲେଖିଛନ୍ତି ଦିଲ୍ଲୀର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଦିଆ । ଚିଠି ଲେଖି ସିସୋଦିଆ ପ୍ରଧାନମନ୍ତ୍ରୀ ମୋଦୀଙ୍କ ଶିକ୍ଷାଗତ ଯୋଗ୍ୟତା ଉପରେ ପ୍ରଶ୍ନ ଉଠାଇଛନ୍ତି । ସେ କହିଛନ୍ତି ଦେଶର ପ୍ରଧାନମନ୍ତ୍ରୀ ଜଣେ ଉଚ୍ଚ ଶିକ୍ଷିତ ହେବା ଆବଶ୍ୟକ ।

ଦେଶର ଉନ୍ନତି ପାଇଁ ଶିକ୍ଷିତ ପ୍ରଧାନମନ୍ତ୍ରୀଙ୍କ ଆବଶ୍ୟକତା ରହିଛି । ମୋଦି ଶିକ୍ଷାକୁ ବୁଝନ୍ତି ନାହିଁ । ବିଜ୍ଞାନ ବୁଝନ୍ତି ନାହିଁ ଓ ଶିକ୍ଷାର ମହତ୍ୱକୁ ଜାଣନ୍ତି ନାହିଁ । ଅଳ୍ପ ଶିକ୍ଷାଗତ ଯୋଗ୍ୟତାର ପ୍ରଧାନମନ୍ତ୍ରୀ ଦେଶ ପାଇଁ ବିପଦଜନକ ଅଟେ । ସିସୋଦିଆଙ୍କ ଚିଠିକୁ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ନିଜ ଟୁଇଟର ଆକାଉଣ୍ଟରେ ସେୟାର କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ