Masthead

ଶହ ଶହ କର୍ମୀଙ୍କୁ ନେଇ ନାମାଙ୍କନ ଭରିଲେ ମଞ୍ଜୁଳା ସ୍ୱାଇଁ

ଆସିକା (ବଡ଼ ଖବର ବ୍ୟୁରୋ): ଗଞ୍ଜାମ ଜିଲ୍ଲାରେ ଏବେ ୨୦୧୪ ସାଧାରଣ ନିର୍ବାଚନ ଉତ୍ସବ । ଆସନ୍ତା ମେ ୨୦ ରେ ସାଧାରଣ ନିର୍ବାଚନ ଅନୁଷ୍ଠିତ ହେକୁ ଥିବା ବେଳେ ସାରା ଅଞ୍ଚଳରେ ଏବେ ନିର୍ବାଚନ ପ୍ରଚାର ଜୋର ସୋରରେ ଚାଲିଛି । ଏତିକି ବେଳେ ଆଜି ବିଜୁ ଜନତା ଦଳ ପକ୍ଷରୁ ଆସିକା ବିଧାନସଭା କ୍ଷେତ୍ରରେ ଭଞ୍ଜ ନଗର ଉପଜିଲ୍ଲାପାଳଙ୍କ ଠାରେ ନାମାଙ୍କନ ପତ୍ର ଦାଖଲ ପାଇଁ ବିଧାୟିକା ପ୍ରାର୍ଥିନୀ ମଞ୍ଜୁଳା ସ୍ବାଇଁ ବାହାରିଛନ୍ତି ।

ପଥରା ଠାରେ ଆସିକା ପୂର୍ବତନ ସାଂସଦ ସ୍ବର୍ଗତ ଲଡୁକିଶୋର ସ୍ବାଇଁଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପ ମାଲ୍ୟାର୍ପଣ ପରେ ଆସିକା ବିଜୁ ଛକ ଠାରେ ବିଜୁ ବାବୁଙ୍କ ଠାରେ ପୁଷ୍ପ ମାଲ୍ୟାର୍ପଣ କରିଥିଲେ । ଏହା ପରେ ଆସିକା ଅଧୀଷ୍ଠାତ୍ରୀ ଦେବୀ ମା ଖମ୍ଵେଶ୍ବରୀଙ୍କ ଠାରେ ପୂଜାର୍ଚ୍ଚନା କରି ଆର୍ଶୀବାଦ କାମନା କରିଥିଲେ । ଏହାପରେ ଶହ ଶହ ବିଜେଡି କର୍ମୀଙ୍କୁ ନେଇ ଭଞ୍ଜନଗର ଉପଜିଲ୍ଲାପାଳଙ୍କ ଠାରେ ପହଞ୍ଚିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା