Masthead

ମନମୋହନଙ୍କୁ କରୋନା

ନୂଆଦୀଲ୍ଲି( ବଡ଼ ଖବର ବ୍ୟୁରୋ): ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂ କରୋନା ସଂକ୍ରମିତ । ସୋମବାର ମନମୋହନ କରୋନା ପଜିଟିଭି ଚିହ୍ନଟ ହୋଇଛନ୍ତି । କରୋନା ପଜିଟିଭ ହେବା ପରେ ତାଙ୍କୁ ଦିଲ୍ଲୀ ଏମ୍ସରେ ଭର୍ତ୍ତି କରାଯାଇଛି । ଏମ୍ସର ଟ୍ରମା କେୟାର ସେଣ୍ଟରରେ ତାଙ୍କର ଚିକିତ୍ସା ଚାଲିଥିବା ସୂଚନା ମିଳିଛି । ଏହା ପୂର୍ବରୁ ଗତବର୍ଷ ମନମୋହନଙ୍କ ଛାତିରେ ଯନ୍ତ୍ରଣା ହେବାରୁ ତାଙ୍କୁ ଏମ୍ସରେ ଭର୍ତି କରାଯାଇଥିଲା । ଚିକିତ୍ସା ପରେ ସେ ସୁସ୍ଥହୋଇଥିଲେ

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା