Masthead

ଦିଲ୍ଲୀରୁ ଫେରିଲେ ମନମୋହନ, ଫେରିଲା ଡବଲ ଇଞ୍ଜିନ ନାରା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜ୍ୟ ବିଜେପି ବେଶ୍ ଖୁସ୍ । ନୂଆ ରାଜ୍ୟ ସଭାପତି ସାଙ୍ଗକୁ କେନ୍ଦ୍ରୀୟ ନେତାଙ୍କ ଗୁରୁମନ୍ତ୍ର ଦଳୀୟ ନେତାଙ୍କୁ କରିଛି ଉତ୍ସାହିତ । ଲକ୍ଷ୍ୟ ୨୦୨୪ ନିର୍ବାଚନ । ତେଣେ ବିଜେଡି କହିଛି କିଛି ଫରକ ପଡିବନି । ଆଉ କଂଗ୍ରେସ କହିଛି କିଛି ଲାଭ ହେବନି । ଓଡ଼ିଶା ବିଜେପି ଖୁବ୍ ଉତ୍ସାହିତ । ଦିଲ୍ଲୀରୁ ଫେରି ରାଜ୍ୟରେ ସରକାର ଗଢ଼ିବା ନେଇ ଆହ୍ୱାନ ଦେଇଛନ୍ତି ରାଜ୍ୟ ସଭାପତି ମନମୋହନ ସାମଲ । କହିଛନ୍ତି କେନ୍ଦ୍ର ନେତୃତ୍ୱ ସିରିୟସ୍ ଅଛନ୍ତି । ଓଡ଼ିଶାରେ ସରକାର କରିବା ପାଇଁ ସହଯୋଗ ଦେବେ ବୋଲି କେନ୍ଦ୍ରୀୟ ନେତାମାନେ ପ୍ରତିଶ୍ରୁତି ଦେଇଛନ୍ତି । କେନ୍ଦ୍ରରେ ପୁଣି ବିଜେପି ସରକାର କରିବ ।

ରାଜ୍ୟରେ ଡବଲ ଇଞ୍ଜିନ ସରକାର ଲକ୍ଷ୍ୟ । ୫୧ ପ୍ରତିଶତରୁ ଅଧିକ ଭୋଟ ପାଇଁ ଟାର୍ଗେଟ ରହିଛି । ୫୧ ପ୍ରତିଶତରୁ ଅଧିକ ଭୋଟ ମିଳିଲେ ସରକାର ହୋଇଯିବ । ବିଜେପିକୁ କ୍ଷମତାରୁ ରୋକିବା ପାଇଁ ବିଜେଡି ଅପପ୍ରଚାର କରୁଛି । ବିଜେଡି କହିଛି କିଛି ଫରକ ପଡିବ ନାହିଁ । ୨୦୨୪ ରେ ଦଳର ଭୋଟ ପ୍ରତିଶତ ବଢିବ । ମୁଖ୍ୟମନ୍ତ୍ରୀଙ୍କ ଉପରେ ଓଡ଼ିଶାବାସୀଙ୍କର ଭରସା ଅଛି । ପଞ୍ଚମ ଥର ଶାସନ କ୍ଷମତା ଦେଇଛନ୍ତି । ପ୍ରତିଥର ଅଧିକ ଭୋଟ ଦେଉଛନ୍ତି। ଷଷ୍ଠ ଥର ଭୋଟ ପ୍ରତିଶତ ଆହୁରି ବଢିବ। ସେପଟେ କଂଗ୍ରେସ କହିଛି ଆମେ ୯ରୁ ୯୦ ମିଶନରେ କାର୍ଯ୍ୟ କରୁଛୁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ