Masthead

‘ଟ୍ରକ ଟ୍ରକ ଚିଟଫଣ୍ଡ ନଥିପତ୍ର ବୋହି ନେଇଛି ବିଜେଡି’

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଚିଟ ଫଣ୍ଡକୁ ମନମୋହନ ସାମଲଙ୍କ ବିସ୍ପୋରକ ବୟାନ । ମନମୋହନ କହିଛନ୍ତି ଚିଟ ଫଣ୍ଡ କାଗଜ ପତ୍ର ମିଳୁନାହିଁ । ଆମ ସଂକଳ୍ପ ପତ୍ର ଅନୁଯାଇ ଚିଟ ଫଣ୍ଡ ଟଙ୍କା ଫେରସ୍ତ ହେବ । ପୂର୍ବ ସରକାର କ’ଣ କରିଛନ୍ତି କ’ଣ ନ କରିଛନ୍ତି ସେ ସବୁ ଧୀରେ ଧୀରେ ସାମ୍ନାକୁ ଆସୁଛି । ଚିଟ ଫଣ୍ଡ କାଗଜ ପତ୍ର ସଂଗ୍ରହ ଚାଲିଛି । ସଂଗ୍ରହ ଶେଷ ହେଲେ ନୀତିଗତ ନିଷ୍ପତ୍ତି ନିଆଯିବ ।

ଆମେ ଶପଥ ନେବା ପୂର୍ବରୁ ଚିଟ ଫଣ୍ଡ କାଗଜ ପତ୍ର ବୁହା ହେଉଥିଲା । ସେକଥା ସମସ୍ତେ ଜାଣିଛନ୍ତି । ଟ୍ରକ ଟ୍ରକ ଚିଟଫଣ୍ଡ ନଥିପତ୍ର ବୋହି ନେଇଛି ବିଜେଡି । ୪ରୁ ୧୧ ତାରିଖ ଭିତରେ ନଥିପତ୍ର ନେଇଯାଇଛନ୍ତି ପୂର୍ବ ସରକାର । ଆମେ ସିଆଇଏସଏଫ ଲଗାଇ ବନ୍ଦ କଲୁ । ସରକାର ଏବେ ଚିଟ ଫଣ୍ଡ ଟଙ୍କା ଫେରସ୍ତ ପାଇଁ ପ୍ରକ୍ରିୟା ଜାରି ରଖିଛନ୍ତିା ସମସ୍ତ ୪୦ ଲକ୍ଷ କ୍ଷତିଗ୍ରସ୍ତଙ୍କୁ ଚିଟ ଫଣ୍ଡ ଟଙ୍କା ପ୍ରଦାନ କରାଯିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ