Masthead

ଚର୍ଚ୍ଚା, ଆଲୋଚନା ଉଚିତ ନୁହେଁ : ମନମୋହନ ସାମଲ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବିଜେପି ରାଜ୍ୟ ସଭାପତି ମନମୋହନ ସାମଲଙ୍କ ପ୍ରତିକ୍ରିୟା । ମୁଖ୍ୟମନ୍ତ୍ରୀଙ୍କ ଶପଥ ସମାରୋହକୁ ନେଇ କହିଛନ୍ତି ୧୨ ତାରିଖ ସନ୍ଧ୍ୟା ୫ ଟାରେ ଶପଥ ନେବେ ବିଜେପିର ମୁଖ୍ୟମନ୍ତ୍ରୀ ।  ୨ ଟା ୩୦ ରେ ଭୁବନେଶ୍ବରରେ ପହଞ୍ଚିବେ ।   ପ୍ରଧାନମନ୍ତ୍ରୀ, କେନ୍ଦ୍ରମନ୍ତ୍ରୀ, ଏକାଧିକ ମୁଖ୍ୟମନ୍ତ୍ରୀ ଏବଂ ଓଡ଼ିଶାର ଗର୍ବ ଗୌରବ ଲୋକମାନେ ଉପସ୍ଥିତ ରହିବେ ।

ମୁଖ୍ୟମନ୍ତ୍ରୀ ପାଇଁ ନିଜ ନାଁ ଚର୍ଚ୍ଚାକୁ ନେଇ କହିଲେ ଚର୍ଚ୍ଚା ଆଲୋଚନା ଉଚିତ ନୁହେଁ । ଯିଏ ବି ହେବ ଓଡ଼ିଆ ଲୋକ ହେବ । ବିଧାୟକ ଦଳ ବୈଠକରେ ନିଷ୍ପତ୍ତି ହେବ । ଆମର ସଂସାଦୀୟ ବୋର୍ଡରେ ଅନେକ ଅନୁଭବୀ ନେତା ଅଛନ୍ତି । ସେମାନେ ନିଷ୍ପତ୍ତି ନେବେ । ଦଳର ସଭାପତି ହିସାବରେ ମୋତେ ଦାୟିତ୍ୱ ଦିଆଯାଇଥିଲା ସମସ୍ତଙ୍କୁ ସାଙ୍ଗରେ ନେଇ କାମ କରିବାକୁ । ଯାହା ଦାୟିତ୍ୱ ଦିଆଯାଇଥିଲା ମୁଁ କରିଛି । ସଂସଦୀୟ ବୋର୍ଡ ତାର ଦାୟିତ୍ୱ ନିର୍ବାହ କରିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି