Masthead

ଓଡ଼ିଶାରେ ବିଜେପି ସରକାର ହେବ: ମନମୋହନ ସାମଲ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଦିଲ୍ଲୀରେ କେନ୍ଦ୍ରୀୟ ନେତୃତ୍ଵଙ୍କୁ ଭେଟି ଫେରିବା ପରେ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲଙ୍କ ପ୍ରତିକ୍ରିୟା । କହିଛନ୍ତି କେନ୍ଦ୍ରୀୟ ନେତୃତ୍ଵଙ୍କ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା ହୋଇଛି । ପୁଣି ଦିଲ୍ଲୀ ଗସ୍ତରେ ଯାଇ କେନ୍ଦ୍ରୀୟ ନେତୃତ୍ଵଙ୍କୁ ଭେଟିବେ ବୋଲି ସୂଚନା ଦେଇଛନ୍ତି ମନମୋହନ । ଗାଁକୁ ଯିବା ପାଇଁ କେନ୍ଦ୍ରୀୟ ନେତୃତ୍ଵଙ୍କ ନିର୍ଦ୍ଦେଶ । ନିଜର ଏବଂ ପାଖ ପଞ୍ଚାୟତ ଯିବାକୁ ଟାସ୍କ ଦେଇଛନ୍ତି କେନ୍ଦ୍ରୀୟ ନେତୃତ୍ୱ ।

୧୨ ଶହ ପାଖାପାଖି ପଞ୍ଚାୟତ ଗସ୍ତ ସାରିଲାଣି । ବାକି ୫୦୦୦ ପଞ୍ଚାୟତ ଗୁଡ଼ିକୁ ଶୀଘ୍ର ଗସ୍ତ କରିବେ ସାଂସଦ, ବିଧାୟକ, ପଦାଧିକାରୀ ଏବଂ କାର୍ଯ୍ୟକର୍ତ୍ତା । ଶୀର୍ଷ ନେତୃତ୍ଵଙ୍କ ଠାରୁ ଆରମ୍ଭ କରି ସାଧାରଣ କାର୍ଯ୍ୟକର୍ତ୍ତା ପର୍ଯର୍୍ୟନ୍ତ ପଞ୍ଚାୟତ ଗସ୍ତରେ ଯିବେ । ତୃଣମୂଳ ସଙ୍ଗଠନ ସୁଦୃଢ଼ କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି କେନ୍ଦ୍ରୀୟ ନେତୃତ୍ୱ । ଓଡ଼ିଶାରେ ବିଜେପି ସରକାର ହେବ । ଡବଲ ଇଞ୍ଜିନ ସରକାର ଚାହୁଁଛନ୍ତି ଓଡ଼ିଶା ଲୋକ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ