Masthead

ଏ ସରକାରର କେହି ବାପା ମା’ ନାହାନ୍ତି: ମନମୋହନ ସାମଲ

ରାଜ୍ୟ ସରକାର ପରିଚାଳନାକୁ ନେଇ କଡ଼ା ସମାଲୋଚନା କରିଛନ୍ତି ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ । ଦଳୀୟ ମିଶ୍ରଣ ପର୍ବ ଅବସରରେ ରାଜ୍ୟ ସରକାରଙ୍କୁ ଟାର୍ଗେଟ କରି ମନମୋହନ କହିଛନ୍ତି, ଏ ସରକାରର କେହି ବାପା ମା’ ନାହାନ୍ତି । ଏଠି ବିଚିତ୍ର ସରକାର ଚାଲିଛି । ସାରା ବିଶ୍ୱରେ ଏଭଳି ସରକାର କେଉଁଠି ଚାଲିନି । ଯାହାଙ୍କୁ ଲୋକେ ଭୋଟ୍ ଦେଲେ ସେମାନେ ଲୁଚୁଛନ୍ତି । ମନ୍ତ୍ରୀ ଲୁଚୁଛନ୍ତି । ଏଭଳି ସରକାର ଯିବା ସମୟ ଆସିଗଲାଣି ବୋଲି କର୍ମୀଙ୍କୁ ସମ୍ବୋଧନ ଦେଇ କହିଛନ୍ତି ମନମୋହନ ସାମଲ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି