Masthead

ମୁଖ୍ୟ ସଚେତକ ପଦରୁ ଇସ୍ତଫା ଦେଲେ ମେନାଜ ପାଣ୍ଡେ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଦେଶର ୧୫ଟି ରାଜ୍ୟରେ ରାଜ୍ୟସଭା ନିର୍ବାଚନ ପାଇଁ ମତଦାନ ଆରମ୍ଭ ହୋଇଛି। ଏହି ନିର୍ବାଚନରେ ୫୬ଟି ରାଜ୍ୟସଭା ଆସନରେ ନୂଆ ସଦସ୍ୟ ମିଳିବେ, ସେଥିମଧ୍ୟରୁ ୪୧ଟି ବିନା ପ୍ରତିଦ୍ୱନ୍ଦ୍ୱିତାରେ ନିର୍ବାଚିତ ହୋଇସାରିଛି। କିନ୍ତୁ ଏହାରି ଭିତରେ ସମାଜବାଦୀ ପାର୍ଟି ଆଉ ଏକ ବଡ଼ ଝଟ୍‌କା ଲାଗିଛି।

ଏସପି ବିଧାୟକ ମନୋଜ ପାଣ୍ଡେ ମୁଖ୍ୟ ସଚେତକ ପଦରୁ ଇସ୍ତଫା ଦେଇଛନ୍ତି। ସେ ତାଙ୍କ ଇସ୍ତଫା ରାଷ୍ଟ୍ରୀୟ ସଭାପତି ଅଖିଳେଶ ଯାଦବଙ୍କ ନିକଟକୁ ପଠାଇଛନ୍ତି। ଏସ୍‌ପି ବିଧାୟକ ମନୋଜ ପାଣ୍ଡେ ଅଖିଳେଶଙ୍କୁ ଲେଖିଥିବା ଚିଠିରେ ଲେଖିଛନ୍ତି, ମୁଁ ମୁଖ୍ୟ ସଚେତକ ପଦରୁ ଇସ୍ତଫା ଦେଉଛି। ଇସ୍ତଫା ଗ୍ରହଣ କରାଯାଉ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର