Masthead

ମୁଖ୍ୟ ସଚେତକ ପଦରୁ ଇସ୍ତଫା ଦେଲେ ମେନାଜ ପାଣ୍ଡେ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଦେଶର ୧୫ଟି ରାଜ୍ୟରେ ରାଜ୍ୟସଭା ନିର୍ବାଚନ ପାଇଁ ମତଦାନ ଆରମ୍ଭ ହୋଇଛି। ଏହି ନିର୍ବାଚନରେ ୫୬ଟି ରାଜ୍ୟସଭା ଆସନରେ ନୂଆ ସଦସ୍ୟ ମିଳିବେ, ସେଥିମଧ୍ୟରୁ ୪୧ଟି ବିନା ପ୍ରତିଦ୍ୱନ୍ଦ୍ୱିତାରେ ନିର୍ବାଚିତ ହୋଇସାରିଛି। କିନ୍ତୁ ଏହାରି ଭିତରେ ସମାଜବାଦୀ ପାର୍ଟି ଆଉ ଏକ ବଡ଼ ଝଟ୍‌କା ଲାଗିଛି।

ଏସପି ବିଧାୟକ ମନୋଜ ପାଣ୍ଡେ ମୁଖ୍ୟ ସଚେତକ ପଦରୁ ଇସ୍ତଫା ଦେଇଛନ୍ତି। ସେ ତାଙ୍କ ଇସ୍ତଫା ରାଷ୍ଟ୍ରୀୟ ସଭାପତି ଅଖିଳେଶ ଯାଦବଙ୍କ ନିକଟକୁ ପଠାଇଛନ୍ତି। ଏସ୍‌ପି ବିଧାୟକ ମନୋଜ ପାଣ୍ଡେ ଅଖିଳେଶଙ୍କୁ ଲେଖିଥିବା ଚିଠିରେ ଲେଖିଛନ୍ତି, ମୁଁ ମୁଖ୍ୟ ସଚେତକ ପଦରୁ ଇସ୍ତଫା ଦେଉଛି। ଇସ୍ତଫା ଗ୍ରହଣ କରାଯାଉ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା