Masthead

ଆମେରିକା ଡ୍ରୋନ ଆକ୍ରମଣରେ ପ୍ରାଣ ହରାଇଛନ୍ତି ଅନେକ ଶିଶୁ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): କାବୁଲରେ ହାହାକାର । ଆତଙ୍କବାଦୀଙ୍କ ଆକ୍ରମଣ ପରେ ଏବେ ଆମେରିକା ଏବେ ଆତଙ୍କୀଙ୍କୁ ଖୋଜି ଖୋଜି ମାରୁଛି । କାବୁଲରେ ଆମେରିକାର ଡ୍ରୋନ ଷ୍ଟ୍ରାଇକ ପରେ ଅନେକଙ୍କର ମୃତ୍ୟୁ ହୋଇଛି । ତେବେ ସେମାନଙ୍କ ମଧ୍ୟରେ ଅଧିକ ଶିଶୁ ରହିଥିବା ସୂଚନା ମିଳୁଛି ।

ଆମେରିକା ଦାବି କରିଛି ଯେ, କାବୁଲ ବିମାନବନ୍ଦରରେ ଆକ୍ରମଣ କରିବାକୁ ପ୍ରସ୍ତୁତ ହେଉଥିବା ଆଇଏସଆଇର ଆତ୍ମଘାତୀ ବିସ୍ଫୋରଣକାରୀଙ୍କ ଉପରେ ଆକ୍ରମଣ କରିଛି । କିନ୍ତୁ ସ୍ଥାନୀୟ ସାମ୍ବାଦିକ ତଥା ମୃତ୍ୟୁବରଣ କରିଥିବା ବ୍ୟକ୍ତିଙ୍କ ସମ୍ପର୍କୀୟଙ୍କ କହିବା ମୁତାବକ ଏହି ଆକ୍ରମଣରେ ଗୋଟିଏ ପରିବାରର ୬ଜଣ ଶିଶୁଙ୍କ ସମେତ ୯ଜଣଙ୍କର ମୃତ୍ୟୁ ହୋଇଛି । ୨ଜଣ ଶିଶୁଙ୍କ ବୟସ ୨ବର୍ଷ ହୋଇଥିବା ଅନୁମାନ କରାଯାଉଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ