Masthead

ବିପୁଳ ପରିମାଣର ମାଓ ସାମଗ୍ରୀ ଜବତ

ବୋଡ଼େନ (ବଡ଼ ଖବର ବ୍ୟୁରୋ): ୨୧୬ ସିଆର୍ପିଏଫ ଯବାନ ରବିବାର ମାଓ କ୍ୟାମ୍ପରେ ଚଢ଼ାଉ କରି ବିପୁଳ ପରିମାଣରେ ମାଓ ସାମଗ୍ରୀ ଜବତ କରିଛନ୍ତି । ନୂଆପଡ଼ା ଜିଲ୍ଳା ବୋଡ଼େନ ବ୍ଲକ୍ ଭଇସାଦାନୀ ପଞ୍ଚାୟତର ପାଟଧରାର ଭଇଁସିମୁଣ୍ଡି ଜଙ୍ଗଲରୁ ବହୁ ସଂଖ୍ୟାରେ ବନ୍ଧୁକ ଓ ମାଓ ସାମଗ୍ରୀକୁ ଜବତ କରାଯାଇଛି । ଛତିଶଗଡ଼ ପୋଲିସର ଗୁପ୍ତ ସୂଚନା ଆଧାରରେ ଭଇସାଦାନୀର ସିଆର୍ପିଏଫ୍ ଯବାନମାନେ ଚଡ଼ାଉ କରିଥିଲେ । ସେଠାରେ ଯବନଙ୍କୁ ଦେଖି ମାଓବାଦୀମାନେ ଛତ୍ରଭଙ୍ଗ ଦେଇଥିଲେ । କମାଣ୍ଟାଣ୍ଟଉଷା ସିଂଙ୍କ ତତ୍ୱାବଧାନରେ ଏବଂ ଅମୃତ ସିଂ ଆସିଷ୍ଟାଣ୍ଟ କମାଣ୍ଡଣ୍ଟାଙ୍କ ନେତୃତ୍ୱରେ ଏହି ଚଡ଼ାଉ କରାଯାଇଥିଲା ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ