Masthead

ମାଓ କମାଣ୍ଡର ଗିରଫ

ମାଲକାନଗିରି (ବଡ଼ ଖବର ବ୍ୟୁରୋ): ମାଓ କମାଣ୍ଡର ହିଡମା ଗିରଫ। ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ ଦନ୍ତେୱାଡା ପୋଲିସ ଦ୍ବାରା ମିଲିସିଆ କମାଣ୍ଡର ହିଡମା ଗିରଫ ହୋଇଛି। ହିଡମା ନାଁରେ ଏକ ଲକ୍ଷ ଟଙ୍କାର ପୁରସ୍କାର ରାଶି ରହିଥିଲା। ଅନେକ ମାଓ ହିଂସାରେ ହିଡମାର ସଂପୃକ୍ତି ଥିଲା । ଏନେଇ ସୂଚନା ଦେଇଛନ୍ତି ଦାନ୍ତେୱାଡା ଏସପି । ହିଡ଼ମାର ସୁରକ୍ଷାରେ ଥିଲେ ୮ଶହ ନକ୍ସଲ କ୍ୟାଡର ।

ଆନ୍ଧ୍ରପ୍ରଦେଶ, ଛତିଶଗଡ଼ ଓ ତେଲେଙ୍ଗାନାରେ ହିଡମାର ଆଡ୍ଡା ରହିଥିଲା। ସେପଟେ ସୀମାନ୍ତରେ ସିଆରପିଏଫ-ନକ୍ସଲ ମୁହାମୁହିଁ। ଛତିଶଗଡ଼ ବିଜାପୁର ଜିଲ୍ଲା ଧର୍ମାରାମ ସିଆରପିଏଫ କ୍ୟାମ୍ପ ଉପରେ ଗୁଳି ମାଡ କରିଛି ଲାଲବାହିନୀ । ଜବାବରେ ପାଲଟା ଗୁଳିଚାଳନା କରିଥିଲେ ଯବାନ । ପ୍ରାୟ ୩ ଘଣ୍ଟାରୁ ଅଧିକ ସମୟ ଧରି ଗୁଳି ବିନିମୟ ହୋଇଥିଲା । ସିଆରଏଫର ୧୯୬ ବାଟାଲିୟନ କ୍ୟାମ୍ପରେ ରହୁଥିବା ବେଳେ, ହଠାତ ଆକ୍ରମଣ କରିଥିଲା ଲାଲବାହିନୀ । ଏନେଇ ଏଏସପି ପଙ୍କଜ ଶୁକ୍ଳା ସୂଚନା ଦେଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା