Masthead

ଫେଲ୍ ମାରିଲା ମାଓବାଦୀଙ୍କ ଯୋଜନା

ମାଲକାନଗିରି, (ବଡ଼ ଖବର ବ୍ୟୁରୋ): ଫେଲ୍ ମାରିଛି ମାଓବାଦୀଙ୍କ ଆକ୍ରମଣ ଯୋଜନା । ବଡ଼ ସଫଳତା ପାଇଛି ବିଏସଏଫ । ବିପୁଳ ମାଓ ସାମଗ୍ରୀ ଜବତ ହୋଇଛି । ମାଲକାନଗିରି ଜିଲ୍ଲା ଯୋଡ଼ାଆମ୍ବ ଥାନା ଗୋରାସେତୁ ନିକଟରେ ଯବାନଙ୍କୁ ଟାର୍ଗେଟ କରି ଲ୍ୟାଣ୍ଡମାଇନ୍ ବିଛାଯାଇଥିଲା । କୌଣସି ସୂତ୍ରରୁ ଖବର ପାଇ ବିଏସଏଫ ଯବାନମାନେ କରିଥିଲେ କମ୍ବିଂ ଅପରେଶନ । ଠାବ କରିଥିଲେ ୭ ଟିଫିନ ବୋମା । ବୋମାକୁ ସତର୍କତାର ସହ ଉଦ୍ଧାର କରିଥିଲେ ଯବାନମାନେ । ପରେ ବୋମାକୁ ନିଷ୍କ୍ରିୟ କରିଛନ୍ତି ନିଷ୍କ୍ରିୟକାରୀ ଦଳ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା