Masthead

ଲାଗିଲା ମାଓ ପୋଷ୍ଟର

ତୁମୁଡିବନ୍ଧ(ବଡ଼ ଖବର ବ୍ୟୁରୋ): କନ୍ଧମାଳ ଜିଲ୍ଲା ତୁମୁଡିବନ୍ଧ ବ୍ଲକ କୁର୍ତ୍ତମଗଡ ଗ୍ରାମ ଟୋଲଗେଟ ନିକଟରେ ଲାଗିଛି ମାଓ ପୋଷ୍ଟର । ବିପ୍ଲବୀ ଡେଙ୍ଗୁରୀ ହେଡିଙ୍ଗ ଲେଖା ଥାଇ କେକେବିଏନ ଡିଭିଜନାଲ କମିଟି ଦ୍ୱାରା ଲାଗାଯାଇଛି ପୋଷ୍ଟର । ଗଞ୍ଜେଇ ଗଛ କଟିବାକୁ ମନା କରାଯାଇଛି ପୋଷ୍ଟରରେ । ସିଆରପିଏଫ କ୍ୟାମ୍ପକୁ ବିରୋଧ କରାଯାଇଛି ପୋଷ୍ଟରରେ । ବର୍ତ୍ତମାନ ସୁଦ୍ଧା ତୁମୁଡିବନ୍ଧ ପୋଲିସ ଘଟଣାସ୍ଥଳରେ ପହଁଚି ନାହିଁ । ସ୍ଥାନୀୟ ଲୋକେ ଆତଙ୍କିତ ଅଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ