Masthead

ସ୍ଥିତି ଜାହିର କଲେ ମାଓବାଦୀ

କଳାହାଣ୍ଡି(ବଡ଼ ଖବର ବ୍ୟୁରୋ): ଲାଗିଲା ମାଓ ପୋଷ୍ଟର । ସ୍ଥିତି ଜାହିର କଲେ ମାଓବାଦୀ । କିଛି ଦିନର ନିରବତା ପରେ ପୁଣି ସ୍ଥିତି ଜାହିର କଲେ ମାଓବାଦୀ । ଭବାନୀପାଟଣା ଲକ୍ଷ୍ମୀପୁର ଗୋଡ଼ଭଟା ଗଛ ଏବଂ ରାସ୍ତା କଡ଼ରେ ଥିବା କାନ୍ଥରେ ଲାଗିଲା ମାଓ ପୋଷ୍ଟର । ପୋଷ୍ଟରର ସତ୍ୟତା ଜାଣିବା ପାଇଁ ସନାଘନା ଆରମ୍ଭ କରିଛି ପୋଲିସ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା