Masthead

ସ୍ଥିତି ଜାହିର କଲେ ମାଓବାଦୀ

କଳାହାଣ୍ଡି(ବଡ଼ ଖବର ବ୍ୟୁରୋ): ଲାଗିଲା ମାଓ ପୋଷ୍ଟର । ସ୍ଥିତି ଜାହିର କଲେ ମାଓବାଦୀ । କିଛି ଦିନର ନିରବତା ପରେ ପୁଣି ସ୍ଥିତି ଜାହିର କଲେ ମାଓବାଦୀ । ଭବାନୀପାଟଣା ଲକ୍ଷ୍ମୀପୁର ଗୋଡ଼ଭଟା ଗଛ ଏବଂ ରାସ୍ତା କଡ଼ରେ ଥିବା କାନ୍ଥରେ ଲାଗିଲା ମାଓ ପୋଷ୍ଟର । ପୋଷ୍ଟରର ସତ୍ୟତା ଜାଣିବା ପାଇଁ ସନାଘନା ଆରମ୍ଭ କରିଛି ପୋଲିସ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ