Masthead

ଚନ୍ଦ୍ରପୁରରେ ମାଓପୋଷ୍ଟର

ରାୟଗଡ଼ା (ବଡ଼ ଖବର ବ୍ୟୁରୋ): ରାୟଗଡା ଜିଲ୍ଲା ଚନ୍ଦ୍ରପୁର ବ୍ଲକ ପଙ୍କାଲଗୁଡା ପୋଲ ନିକଟରେ ମାଓବାଦୀଙ୍କ ମାଓପୋଷ୍ଟର ଦେଖିବାକୁ ମିଳିଛି । ନକ୍ସଲମାନେ ଉକ୍ତ ପୋଲ ନିକଟରେ ଗଛକାଟି ରାସ୍ତା ଅବରୋଧ କରିବା ସହିତ ଏକ ବ୍ୟାନର ଲଗାଇଛନ୍ତି । ବ୍ୟାନରେ  ଆଜି କଳାହାଣ୍ଡି, କନ୍ଧମାଳ, ରାୟଗଡା, ବୌଦ୍ଧ, ନୟାଗଡ, ଗଜପତି, ଗଞ୍ଜାମ ସାତ ଜିଲ୍ଲାକୁ ୨୪ ଘଣ୍ଟିଆ ବନ୍ଦ ପାଳନ କରିବା ସହିତ ବାର୍ଦ୍ଧକ୍ୟ ଭତ୍ତା , ବେକାରୀ ଭତ୍ତା ଏବଂ ଦଳିତ ଓ ଆଦିବାସୀ ପିଲାଙ୍କୁ ମାସକୁ ତିନି ହଜାର ଟଙ୍କା ଦେବାକୁ ପୋଷ୍ଟରରେ ଉଲ୍ଲେଖ ରହିଛି । ତେବେ ମାଓବାଦୀଙ୍କ ଏପରି ଗଛକାଟି ରାସ୍ତା ଅବରୋଧ ଓ ବନ୍ଦ ପାଳନକୁ ନେଇ ଅଞ୍ଚଳରେ କୋକୁଆ ଭୟ ସୃଷ୍ଟି ହୋଇଛି । ସିପିଆଇ ମାଓବାଦୀ ବିଜିଏନଲ୍ କମିଟି ଏହି ବ୍ୟାନରଟି ଲଗାଇଥିବା ଜଣାପଡିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ