ଗୁଚୁକା ଛକ ରାସ୍ତାରେ ମାଓପୋଷ୍ଟର

ତୁମୁଡ଼ିବନ୍ଧ (ବଡ଼ ଖବର ବ୍ୟୁରୋ): ତୁମୁଡିବନ୍ଧ ବ୍ଲକ ବେଲଘର ଥାନା ଅଧିନସ୍ଥ ଗୁଚୁକା ଛକ ମୁଖ୍ୟ ରାସ୍ତାରେ ଗଛ ପକାଇ ଚେତାବନୀ ପୂର୍ଣ୍ଣ ପୋଷ୍ଟର ଛାଡ଼ିଛନ୍ତି ମାଓବାଦୀ । ଭୟରେ ବେଲଘର ତୁମୁଡିବନ୍ଧ ଯାତାୟାତ ବନ୍ଦ ହୋଇଛି । ବେଲଘର ଓ ତୁମୁଡିବନ୍ଧ ସଂଯୋଗ ମୁଖ୍ୟ ରାସ୍ତାର ଉଭୟ ପାର୍ଶ୍ୱରେ ଅଟକି ରହିଛି ୧୦୮ ସମେତ ଏକାଧିକ ଯାନବାହାନ । କିଛି ଦିନର ନୀରବତା ପରେ ପୁଣିଥରେ ମାଓବାଦୀ ସକ୍ରୟ ହୋଇଛନ୍ତି ।

ଗୁମା ଅଞ୍ଚଳରେ ଗୁଚୁକା ଛକ ରାସ୍ତାରେ ଧମକପୂର୍ଣ୍ଣ ପୋଷ୍ଟର ଛାଡ଼ି ନିଜ ସ୍ଥିତି ଜାହିର କରିଛନ୍ତ ମାଓବାଦୀ । ତେବେ ଘଟଣାସ୍ଥଳରେ ବେଲଘର ପୋଲିସ ଏବଂ କେନ୍ଦ୍ରୀୟ ସୁରକ୍ଷା ବଳ ପହଞ୍ଚି ପୋଷ୍ଟର ଉଦ୍ଧାର କରି ଗଛ ରାସ୍ତାରୁ ହଟାଇ ଦେଇଥିଲେ ମଧ୍ୟ ସ୍ଥାନୀୟ ଅଞ୍ଚଳବାସୀ ଭୟଭୀତ ଥିବା ଜଣାପଡିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’