Masthead

ମାଓବାଦୀଙ୍କ ବର୍ବର କାଣ୍ଡ, ନାୟବ ସରପଞ୍ଚଙ୍କୁ ଗଳାକାଟି ହତ୍ୟା

ମାଲକାନଗିରି (ବଡ଼ ଖବର ବ୍ୟୁରୋ): ଛତିଶଗଡ ସିମାନ୍ତ ସୁକମା ଜିଲ୍ଲାରେ ମାଓବାଦୀଙ୍କ ବର୍ବର କାଣ୍ଡ । ପୋଲିସ ଇନଫର୍ମର ସନ୍ଦେହରେ ନାୟବ ସରପଞ୍ଚଙ୍କୁ ଗଳା କାଟି ହତ୍ୟା କଲେ ମାଓବାଦୀ । ତାରଲାବେଡ଼ା ପଞ୍ଚାୟତର ନାୟବ ସରପଞ୍ଚ ମୁଚାକି ରାମାଙ୍କୁ ମାଓବାଦୀ ହତ୍ୟା କରିଥିବା ନେଇ ସୂଚନା ମିଳିଛି। ଏହି ଘଟଣା ପରେ ସୁରକ୍ଷାକର୍ମୀଙ୍କ ପକ୍ଷରୁ କମ୍ବିଂ ଅପରେସନ ଜୋରଦାର କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ