Masthead

ମାଓବାଦୀଙ୍କ ବର୍ବରତା, ଆଇଇଡି ବିସ୍ଫୋରଣରେ ହେଡ୍ କନେଷ୍ଟବଳ ସହିଦ

ମାଲକାନଗିରି (ବଡ଼ ଖବର ବ୍ୟୁରୋ): ମାଓବାଦୀଙ୍କ ବର୍ବରତା । ଆଇଇଡି ବିସ୍ଫୋରଣରେ ହେଡ୍ କନେଷ୍ଟବଳ ସହିଦ । ମାଲକାନଗିରି ସୀମାନ୍ତ ଛତିଶଗଡ଼ର ନାରାୟଣପୁରରେ ଆଇଇଡି ବିସ୍ଫୋରଣ ହୋଇଛି । ନକ୍ସଲ ମାନେ ଓରଛା ଅଞ୍ଚଳରେ ପୋଷ୍ଟର ବ୍ୟାନର ଲଗାଇଥିବା ସୂଚନା ପାଇବା ପରେ ଡିଆରଜି ଏବଂ ସିଏଏଫ ଯବାନଙ୍କ ଏକ ମିଳିତ ଟିମ୍ ଓରଛା ପୁଲିସ ଥାନାରୁ ପାଟ୍ରୋଲିଂ ପାଇଁ ବାହାରିଥିଲେ ।

ଏହି ସମୟରେ ବଟୁମପାରା ଟେକ୍ରିରେ ଆଇଇଡି ବିସ୍ଫୋରଣ ହୋଇଥିଲା । ଏହି ବିସ୍ଫୋରଣରେ ଆହାତ ହୋଇଥିଲେ ଯଶପୁର ଜିଲ୍ଲା ବାସିନ୍ଦା ଯବାନ ସଞ୍ଜୟ ଲକଡା। ଯବାନ ମାନେ ତୁରନ୍ତ ଏହି ଅଞ୍ଚଳକୁ ସୁରକ୍ଷିତ କରି ଯବାନଙ୍କୁ ଓରଛା ଡାକ୍ତରଖାନାକୁ ପ୍ରାଥମିକ ଚିକିତ୍ସା ପାଇଁ ନେଇଥିଲେ । ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଘଟଣା ସ୍ଥଳରେ ସର୍ଚ୍ଚିଂ ଜାରି ରହିଥିବା ପୋଲିସ ସୂଚନା ଦେଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ