ମାଓ କମାଣ୍ଡର ବାଲକ୍ରିଷ୍ଣା ନିହତ

ମାଲକାନଗିରି (ବଡ଼ ଖବର ବ୍ୟୁରୋ): ସୁରକ୍ଷାକର୍ମୀଙ୍କ ଗୁଳିରେ ଟଳିଲା ଟପ୍ ମାଓନେତା ମୋଡେମ୍ ବାଲକ୍ରିଷ୍ଣା ଓରଫ ମନୋଜ। ବାଲକ୍ରିଷ୍ଣା ସମେତ ସୁରକ୍ଷାକର୍ମୀଙ୍କ ଗୁଳିରେ ନିହତ ହୋଇଛନ୍ତି ୧୦ ମାଓବାଦୀ।ଓଡ଼ିଶା ଛତିଶଗଡ଼ ସୀମାନ୍ତ ଜଙ୍ଗଲ ଗରିଆବନ୍ଧରେ ବଡ଼ ଏନକାଉଣ୍ଟର ହୋଇଛି । ଏଥିରେ ଓଡ଼ିଶା ରାଜ୍ୟ କମିଟି ସଚିବ ମୋଡେମ ବାଲକ୍ରୀଷ୍ଣାଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ଏନକାଉଣ୍ଟରରେ ପ୍ରାୟ ୧୦ ମାଓବାଦୀ ପ୍ରାଣ ହରାଇଥିବା ସୂଚନା ମିଳିଛି ।

ବାଲକ୍ରିଷ୍ଣା ମନୋଜ, ଭାସ୍କର, ବାଲାନ୍ନା, ରାମଚନ୍ଦ୍ର ଆଦି ନାଁରେ ପରିଚିତ ଥିଲା । ହାଇଦ୍ରାବାଦ ନିବାସୀ ମୋଡେମ ବାଲକ୍ରୀଷ୍ଣା ପ୍ରାୟ ୩ ଦଶକ ଧରି ମାଓ ସଙ୍ଗଠନ ସହ ଜଡ଼ିତ ଥିଲା । କେନ୍ଦ୍ରୀୟ କମିଟି ଓ ସେଣ୍ଟ୍ରାଲ ରିଜିଓନାଲ ବ୍ୟୁରୋର ସଦସ୍ୟ ଥିଲା । ଓଡ଼ିଶା ରାଜ୍ୟ କମିଟିର ମୁଖ୍ୟ ବି ଥିଲେ । ଓଡ଼ିଶା ଛତିଶଗଡ଼ ସୀମାରେ ସେ ସକ୍ରିୟ ଥିଲେ। ତାଙ୍କ ନାଁରେ କୋଟିଏ ଟଙ୍କାରୁ ଉର୍ଦ୍ଧ୍ବ ପୁରସ୍କାର ରାଶି  ଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ