Before Header

ମାଓବାଦୀଙ୍କ ବର୍ବରକାଣ୍ଡ, ପୋଲିସ ଇନଫର୍ମର ସନ୍ଦେହରେ ୨ ଜଣଙ୍କୁ ହତ୍ୟା

0 988

ମାଲକାନଗିରି(ବଡ଼ ଖବର ବ୍ୟୁରୋ): ମାଓବାଦୀଙ୍କ ବର୍ବରକାଣ୍ଡ, ପୋଲିସ ଇନଫର୍ମର ସନ୍ଦେହରେ ୨ ଜଣଙ୍କୁ ହତ୍ୟା । ପୋଲିସ ଇନଫର୍ମର ସନ୍ଦେହରେ ଦୁଇ ଜଣ ଗ୍ରାମବାସୀଙ୍କୁ ହତ୍ୟା କରିଛନ୍ତି ମାଓବାଦୀ । ମାଲକାନଗିରି ଛତିଶଗଡ଼ ସିମାନ୍ତ ସୁକୁମା ଜିଲ୍ଲାରେ ଘଟିଛି ଏହି ହିଂସା କାଣ୍ଡ । ମୃତକ ଦୁଇ ଜଣ ହେଲେ ପାମେଡ ଥାନା ଅନ୍ତର୍ଗତ କାୟର ଦୁଲେଡ ଗ୍ରାମର ସୋଡି ହୁଙ୍ଗା ଓ ମାଡବି ନନ୍ଦା । ନକ୍ସଲଙ୍କ ପାମେଡ ଏରିଆ କମିଟି ଏହି ହତ୍ୟା କାଣ୍ଡ ଘଟାଇଥିବା ନେଇ ପୋଷ୍ଟରରେ ଉଲ୍ଲେଖ ରହିଛି । ଘଟଣା ସମ୍ପର୍କରେ ଅଧିକ ଛାନବିନ କରୁଛି ସୁକୁମା ପୋଲିସ ।

Leave A Reply

Your email address will not be published.