Masthead

ରାୟଗଡା କାଶୀପୁରରେ ମାଓ ପୋଷ୍ଟର ଓ ବ୍ୟାନର

ରାୟଗଡ଼ା (ବଡ଼ ଖବର ବ୍ୟୁରୋ): କାଶୀପୁରରେ ମାଓ ପୋଷ୍ଟର ଓ ବ୍ୟାନର । କାଶୀପୁର ବ୍ଲକ ମାଣ୍ଡିବିଶି ଠାରେ ମାଓ ପୋଷ୍ଟର ଓ ବ୍ୟାନର ଲାଗିଥିବା ଦେଖିବାକୁ ମିଳିଛି । ମାଣ୍ଡିବିଶି ଗାଁ ରାଜସ୍ୱ ନିରୀକ୍ଷକଙ୍କ କାର୍ଯ୍ୟାଳୟ ନିକଟରେ ଏକ ଗଛରେ ଦୁଇଟି ପୋଷ୍ଟର ଓ ବ୍ୟାନର ଲାଗିଛି । ପୋଷ୍ଟରରେ ସିଜିମାଳି, କୁଟ୍ରୁମାଳି ଓ ମାଞ୍ଜୀଙ୍ଗମାଳି ଖଣି ଖନନକୁ ବିରୋଧ କରିଛନ୍ତି ମାଓବାଦୀ । ଏଥିସହ ପୋଷ୍ଟରରେ ଖଣି ଖନନ ପାଇଁ କାମ କରୁଥିବା ଦଲାଲ ମାନଙ୍କୁ କାମ ଛାଡ଼ିବାକୁ ଚେତାବନୀ ଦିଆଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ