Masthead

ବିଜାପୁରରେ ପୁଣି ମାଓ ହିଂସା

ମାଲକାନଗିରି (ବଡ଼ ଖବର ବ୍ୟୁରୋ): ମାଲକାନଗିରି ଛତିଶଗଡ ସିମାନ୍ତ ବିଜାପୁର ଜିଲ୍ଲାରେ ପୁଣି ମାଓ ହିଂସା ଦେଖିବାକୁ ମିଳିଛି । ଦୁଇ ଜଣ ଗ୍ରାମବାସୀଙ୍କୁ ହତ୍ୟା କରିଛନ୍ତି ଲାଲ୍ ବାହିନୀ । ମୃତକଙ୍କ ମଧ୍ୟରେ ଜଣେ ଆତ୍ମସମର୍ପଣ କରିଥିବା ନକ୍ସଲ ମଧ୍ୟ ଅଛନ୍ତି । ପାମେଡ ଥାନା ଅନ୍ତର୍ଗତ ଯମପୁରମ ଗାଁରେ ମାଓବାଦୀ ମାନେ ଏହି ହତ୍ୟାକାଣ୍ଡ କରିଛନ୍ତି ।

ପୋଲିସ ଇନଫର୍ମର ସନ୍ଦେହରେ ଦୁଇ ଜଣଙ୍କୁ ନକ୍ସଲମାନେ ହତ୍ୟା କରିଥିବା ନେଇ ପୋଷ୍ଟରରେ ଉଲ୍ଲେଖ ରହିଛି । ଗତକାଲି ରାତିରେ ୧୫ ରୁ ୨୦ ଜଣ ମାଓବାଦୀ ଯମପୁରମ ଗାଁରେ ପହଞ୍ଚି ଏହି ହତ୍ୟାକାଣ୍ଡ କରିଥିଲେ । ହିଂସା କାଣ୍ଡ କରିଥିବା ମାଓବାଦୀଙ୍କୁ ଉଚିତ୍ ଜବାବ ଦେବା ଲାଗି ଅପରେସନ ଆରମ୍ଭ ହୋଇଥିବା ନେଇ ସୂଚନା ଦେଇଛନ୍ତି ବିଜାପୁର ଏସପି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ