Masthead

ପୋଲିସ ଓ ମାଓବାଦୀ ଗୁଳି ବିନିମୟ ଘଟଣାରେ ଲାଲବାହିନୀ ଲଗାଇଲେ ପୋଷ୍ଟର

କଳାହାଣ୍ଡି(ବଡ଼ ଖବର ବ୍ୟୁରୋ):କଳାହାଣ୍ଡି ଜିଲ୍ଲା ମ.ରାମପୁର ଥାନା ମାଣିକେରା ଗ୍ରାମ ପଞ୍ଚାୟତର ଟାପରେଙ୍ଗ ଗାଁରେ ଲାଗିଲା ମାଓପୋଷ୍ଟର । ଗତ ମେ ମାସ ୯ ତାରିଖରେ ଘଟିଥିବା ପୋଲିସ ଓ ମାଓବାଦୀଙ୍କ ଗୁଳି ବିନିମୟ ଘଟଣା ପରେ ଆଜି ସକାଳୁ ସକାଳୁ ସେହି ଗାଁରେ ମାଓପୋଷ୍ଟର ଳଗାଇନ୍ତି ମାଓବାଦୀ । ମାଓ ସଂଗଠନ ଏହି ହତ୍ୟାକୁ ଅମାନବୀୟ କହିବା ସହ ପୋଲିସର ବର୍ବରତାକୁ ନିନ୍ଦା କରିଛି । ତେବେ ଘଟଣାର ଠିକ୍ ଦେଢ଼ ମାସ ପରେ ଗତ ରାତିରେ ଏହି ଗାଁର ବିଭିନ୍ନ ସ୍ଥାନରେ ମାଓପୋଷ୍ଟର ଦେଖିବାକୁ ମିଳିଛି ।

ପୋଲିସ ଓ ମାଓବାଦୀଙ୍କ ମଧ୍ୟରେ ହୋଇଥିବା ଗୁଳିବିନିମୟରେ ନିହତ ମାଓବାଦୀଙ୍କ ଫଟୋ ସହ ସେମାନଙ୍କ ସଂକ୍ଷିପ୍ତ ବିବରଣୀ ପୋଷ୍ଟର ଗୁଡିକରେ ଉଲ୍ଲେଖ ରହିଛି । ନିହତ ତିନି ମାଓବାଦୀ ଲଳିତ, ରିତୁ ଓ ସନ୍ଦେଶ ରହିଥିବା ବେଳେ ସମସ୍ତଙ୍କ ମାଓ ସଂଗଠନରେ ଭୂମିକା ସମ୍ପର୍କରେ ତଥ୍ୟ ଉଲ୍ଲେଖ ରହିଛି। ଏଥି ସହ ଆସନ୍ତା କାଲି ବନ୍ଦକୁ ସଫଳ କରିବା ପାଇଁ ପୋଷ୍ଟରରେ ଆହ୍ଵାନ କରିଛି ମାଓ ସଂଗଠନ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ