Masthead

ସାରାବଙ୍ଗରେ ମାଓ ପୋଷ୍ଟର

ନୂଆପଡା (ବଡ଼ ଖବର ବ୍ୟୁରୋ): ନୂଆପଡା ଥନା ସାରାବଙ୍ଗରେ ମାଓ ପୋଷ୍ଟର। ଆଜି ସକାଳୁ ସାରାବଙ୍ଗ ପୋଖରୀ ନିକଟରେ ମାଓ ପୋଷ୍ଟର ଲାଗିଥିବା ଦେଖିବାକୁ ମିଳିଛି। ପୋଲିସ ଘଟଣା ସ୍ଥଳରେ ପହଞ୍ଚି ପୋଷ୍ଟରକୁ ଜବତ କରି ତଦନ୍ତ ଜାରି ରଖିଛି । ତେବେ ପୋଷ୍ଟରଟିକୁ ବିଳମ୍ବିତ ରାତିରେ ମରାଯାଇଥିବା ଅନୁମାନ କରାଯାଉଛି।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି