ମାରୋଡନାଙ୍କ ପରଲୋକ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆର୍ଜେଣ୍ଟିନାର କିମ୍ବଦନ୍ତୀ ଫୁଟବଲ ତାରକା ମାରୋଡନାଙ୍କ ପରଲୋକ । ହୃଦଘାତରେ ମାରୋଡନାଙ୍କ ମୃତ୍ୟୁ । ମୃତ୍ୟୁ ବେଳକୁ ତାଙ୍କୁ ୬୦ ବର୍ଷ ହୋଇଥିଲା । ତାଙ୍କର ଦେହାନ୍ତରେ କ୍ରୀଡା ଜଗତରେ ଖେଳି ଯାଇଛି ଶୋକର ଛାୟା । ବିଶ୍ୱ ପ୍ରସିଦ୍ଧ ଫୁଟବଲର ଥିଲେ ଡିଆଗୋ ମାରାଡୋନା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’