Masthead

ଖାସି ପାଇଁ ଭାଙ୍ଗିଗଲା ବାହାଘର

ସୁକିନ୍ଦା (ବଡ଼ ଖବର ବ୍ୟୁରୋ): ଖାସି ପାଇଁ ଭାଙ୍ଗିଗଲା ବାହାଘର । ବରଯାତ୍ରୀଙ୍କୁ ଖାସି ମାଂସ ନଦେବାରୁ ଫେରିଗଲା ବର । ଏଭଳି ଘଟଣା ଦେଖିବାକୁ ମିଳିଛି ଯାଜପୁର ଜିଲ୍ଲା ସୁକିନ୍ଦା ଥାନା ବନ୍ଧଗାଁ ପଞ୍ଚାୟତ ମାନତିରା ଗାଁ ରେ । ଏହି ଗାଁ ର ଜୈନିକ ବ୍ୟକ୍ତିଙ୍କ ଝିଅ ବାହାଘର କେନ୍ଦୁଝର ଜିଲ୍ଲା ରେବେଣା ପଳାଶ ପାଳ ଠାରେ ଠିକ୍ ହୋଇଥିଲା । କରୋନା କଟକଣାକୁ ମାନି କମ ଲୋକରେ ବାହାଘର କରିବାକୁ କନ୍ୟ ପିତା ସମସ୍ତ ପ୍ରସ୍ତୁତି କରି ସାରିଥିଲେ ।

ଘରେ ବନ୍ଧୁ ବାନ୍ଧବ ଠାରୁ ଆରମ୍ଭ କରି ସାହିଭାଇ ସମସ୍ତେ ଉପସ୍ଥିତ ଥିଲେ । ମାତ୍ର କିଛି ସମୟରେ ଝିଅ ମଥାରେ ସିନ୍ଦୂର ଦେଇ ସାତ ଜନ୍ମର ସାଥି କରିଥାନ୍ତା ବର ହୋଇ ଆସିଥିବା ପୁଅ । କିନ୍ତୁ ବାରଯାତ୍ରୀଙ୍କ ପାଇଁ ଖାଇବାକୁ ଖାସି ମାଂସ ହେଇନଥିବାରୁ ଆରମ୍ଭ ହୋଇଥିଲା ଯୁକ୍ତିତର୍କ । ପରେ ଏହାକୁ କେନ୍ଦ୍ର କରି ବର ବେଦିରୁ ଉଠି ପଳେଇଥିଲେ । ଯାହାକୁ ନେଇ ଏବେ ସୁକିନ୍ଦା ଅଞ୍ଚଳରେ ଚର୍ଚ୍ଚା ଲାଗି ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି