Masthead

ଖାସି ପାଇଁ ଭାଙ୍ଗିଗଲା ବାହାଘର

ସୁକିନ୍ଦା (ବଡ଼ ଖବର ବ୍ୟୁରୋ): ଖାସି ପାଇଁ ଭାଙ୍ଗିଗଲା ବାହାଘର । ବରଯାତ୍ରୀଙ୍କୁ ଖାସି ମାଂସ ନଦେବାରୁ ଫେରିଗଲା ବର । ଏଭଳି ଘଟଣା ଦେଖିବାକୁ ମିଳିଛି ଯାଜପୁର ଜିଲ୍ଲା ସୁକିନ୍ଦା ଥାନା ବନ୍ଧଗାଁ ପଞ୍ଚାୟତ ମାନତିରା ଗାଁ ରେ । ଏହି ଗାଁ ର ଜୈନିକ ବ୍ୟକ୍ତିଙ୍କ ଝିଅ ବାହାଘର କେନ୍ଦୁଝର ଜିଲ୍ଲା ରେବେଣା ପଳାଶ ପାଳ ଠାରେ ଠିକ୍ ହୋଇଥିଲା । କରୋନା କଟକଣାକୁ ମାନି କମ ଲୋକରେ ବାହାଘର କରିବାକୁ କନ୍ୟ ପିତା ସମସ୍ତ ପ୍ରସ୍ତୁତି କରି ସାରିଥିଲେ ।

ଘରେ ବନ୍ଧୁ ବାନ୍ଧବ ଠାରୁ ଆରମ୍ଭ କରି ସାହିଭାଇ ସମସ୍ତେ ଉପସ୍ଥିତ ଥିଲେ । ମାତ୍ର କିଛି ସମୟରେ ଝିଅ ମଥାରେ ସିନ୍ଦୂର ଦେଇ ସାତ ଜନ୍ମର ସାଥି କରିଥାନ୍ତା ବର ହୋଇ ଆସିଥିବା ପୁଅ । କିନ୍ତୁ ବାରଯାତ୍ରୀଙ୍କ ପାଇଁ ଖାଇବାକୁ ଖାସି ମାଂସ ହେଇନଥିବାରୁ ଆରମ୍ଭ ହୋଇଥିଲା ଯୁକ୍ତିତର୍କ । ପରେ ଏହାକୁ କେନ୍ଦ୍ର କରି ବର ବେଦିରୁ ଉଠି ପଳେଇଥିଲେ । ଯାହାକୁ ନେଇ ଏବେ ସୁକିନ୍ଦା ଅଞ୍ଚଳରେ ଚର୍ଚ୍ଚା ଲାଗି ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ସରପଞ୍ଚଙ୍କ ଆତ୍ମହୁତି ଧମକ 🔴 ୪ ଘଣ୍ଟା ଶ୍ରୀଜିଉଙ୍କ ଦର୍ଶନ ବନ୍ଦ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ 🔴 ପ୍ରଧାନମନ୍ତ୍ରୀଙ୍କ ୪ ଦିନିଆ ମାଲଦ୍ୱୀପ ଏବଂ ୟୁକେ ଗସ୍ତ 🔴 ବଳଙ୍ଗା ପୀଡ଼ିତାଙ୍କୁ ଭେଟିଲେ ଉପ ମୁଖ୍ୟମନ୍ତ୍ରୀ 🔴 ଚାଇନା ନାଗରିକଙ୍କୁ ମିଳିବ ଭାରତର ପର୍ଯ୍ୟଟନ ଭିଜା 🔴 ସହଯୋଗର ହାତ ବଢ଼ାଇବ ଭାରତ 🔴 ଭିଜିଲାନ୍ସ ଜାଲରେ BMC କାର୍ଯ୍ୟନିର୍ବାହୀ ଯନ୍ତ୍ରୀ ଜଗନ୍ନାଥ ପଟ୍ଟନାୟକ 🔴 ଜଗଦୀପ ଧନକରଙ୍କ ସୁସ୍ଥତା କାମନା କଲେ ପ୍ରଧାନମନ୍ତ୍ରୀ 🔴 ଓଡ଼ିଶା ବନ୍ଦ ଆନ୍ଦୋଳନ, କଂଗ୍ରେସ ଓ ବିଜେଡିକୁ ନୋଟିସ 🔴 ସରପଞ୍ଚଙ୍କ ଆତ୍ମହୁତି ଧମକ 🔴 ୪ ଘଣ୍ଟା ଶ୍ରୀଜିଉଙ୍କ ଦର୍ଶନ ବନ୍ଦ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ 🔴 ପ୍ରଧାନମନ୍ତ୍ରୀଙ୍କ ୪ ଦିନିଆ ମାଲଦ୍ୱୀପ ଏବଂ ୟୁକେ ଗସ୍ତ 🔴 ବଳଙ୍ଗା ପୀଡ଼ିତାଙ୍କୁ ଭେଟିଲେ ଉପ ମୁଖ୍ୟମନ୍ତ୍ରୀ 🔴 ଚାଇନା ନାଗରିକଙ୍କୁ ମିଳିବ ଭାରତର ପର୍ଯ୍ୟଟନ ଭିଜା 🔴 ସହଯୋଗର ହାତ ବଢ଼ାଇବ ଭାରତ 🔴 ଭିଜିଲାନ୍ସ ଜାଲରେ BMC କାର୍ଯ୍ୟନିର୍ବାହୀ ଯନ୍ତ୍ରୀ ଜଗନ୍ନାଥ ପଟ୍ଟନାୟକ 🔴 ଜଗଦୀପ ଧନକରଙ୍କ ସୁସ୍ଥତା କାମନା କଲେ ପ୍ରଧାନମନ୍ତ୍ରୀ 🔴 ଓଡ଼ିଶା ବନ୍ଦ ଆନ୍ଦୋଳନ, କଂଗ୍ରେସ ଓ ବିଜେଡିକୁ ନୋଟିସ