ସହିଦ ବାଜି ରାଉତଙ୍କ ଶ୍ରାଦ୍ଧ ଦିବସ ପାଳିତ

ଢେଙ୍କାନାଳ(ବଡ଼ ଖବର ବ୍ୟୁରୋ): ଢେଙ୍କାନାଳ ବାଜିଚୌକଠାରେ ଆଜି ବିଶ୍ଵର ସର୍ବକନିଷ୍ଠ ସହିଦ ବାଜି ରାଉତଙ୍କ ଶ୍ରାଦ୍ଧ ଦିବସ ପାଳିତ ହୋଇଯାଇଛି। ୧୯୩୮ ମସିହା ଆଜିର ଦିନରେ ଗୋରା ଫୌଜଙ୍କୁ ବିରୋଧ କରି ବ୍ରାହ୍ମଣୀ ନଦୀକୂଳ ନିଳକଣ୍ଠପୁର ଗ୍ରାମର ବାର ବର୍ଷର ବାଳକ ବାଜି ରାଉତ ଇଂରେଜ ଗୁଳିରେ ଟଳି ପଡ଼ିଥିଲେ। ସହିଦ ବାଜି ରାଉତ ମିନାରଠାରେ ଥିବା ବାଜିରାଉତଙ୍କ ପ୍ରତିମୂର୍ତ୍ତିରେ ଜିଲ୍ଲାପାଳ ଓ ଅନ୍ୟମାନେ ପୁଷ୍ପମାଲ୍ୟ ଅର୍ପଣ କରିଥିଲେ।

ବାଜି ରାଉତଙ୍କ ପାର୍ଶ୍ଵରେ ଥିବା ଦୁଇ ବ୍ରିଟିଶ ସୈନିକଙ୍କ ମଧ୍ୟରୁ ଜଣକ ମୂର୍ତ୍ତି ଭାଙ୍ଗିଗଲାଣି। ସହିଦ ମିନାର ସୌନ୍ଦର୍ଜିକରଣ ପାଇଁ ୱାଟର ଫାଉଣ୍ଟେନ ଓ ଅଧିକାଂଶ ଲାଇଟ କାମକରୁନାହିଁ। ଢେ଼ଙ୍କାନାଳ ସ୍ଥାନୀୟ ବାସିନ୍ଦା ଓ ଥିଙ୍କର୍ସ ଫୋରମର ସଦସ୍ୟମାନେ ଏନେଇ ଜିଲ୍ଲାପାଳ ସରୋଜ ସେଠିଙ୍କୁ ଉପଯୁକ୍ତ ରକ୍ଷଣାବେକ୍ଷଣ କରିବାକୁ ଦାବିପତ୍ର ଦେଇଛନ୍ତି।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’