ଫେରିଲା କଟକଣା, ମେଡିକାଲରେ ମାସ୍କ ବାଧ୍ୟତାମୂଳକ

ଭୁବନେଶ୍ୱେର (ବଡ଼ ଖବର ବ୍ୟୁରୋ): ଫେରିଲା ମାସ୍କ କଟକଣା । ସମସ୍ତ ମେଡିକାଲରେ ମାସ୍କକୁ ବାଧ୍ୟତାମୂଳକ କରାଯାଇଛି । ଦେଶରେ ବିଭିନ୍ନ ରାଜ୍ୟରେ କରୋନା ସଂକ୍ରମଣ ବଢୁଥିବାରୁ ଭଳି ନିଷ୍ପତ୍ତି ନେଇଛନ୍ତି ରାଜ୍ୟ ସରକାର । ରାଜ୍ୟର ସମସ୍ତ ମେଡିକାଲ୍ କଲେଜ, କ୍ୟାପିଟାଲ୍ ହସ୍ପିଟାଲ ସମେତ ସବୁ ହସ୍ପିଟାଲ ଗୁଡିକୁ ଚିଠି ଲେଖିଛନ୍ତି ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ଏବଂ ଡିଏମଇଟି ।

ସ୍ୱାସ୍ଥ୍ୟ ସେବା ସହ ଜଡ଼ିତ ଡାକ୍ତର, ନର୍ସ, କର୍ମଚାରୀଙ୍କୁ ମାସ୍କ ପିନ୍ଧିବା ଲାଗି ନିର୍ଦ୍ଦେଶ ଦିଆଯାଇଛି । ଏହା ସହ ଲାବରେଟୋରୀ ସେବା ଯୋଗାଉଥିବା ବ୍ୟକ୍ତି ବି ପିନ୍ଧିବେ ମାସ୍କ । ବନ୍ଦ କୋଠରୀରେ ଘରେ ଏକାଧିକ ଲୋକ ସମାଗମ ହେଲେ ମାସ୍କ ପିନ୍ଧିବାକୁ ବାଧ୍ୟତାମୂଳକ କରାଯାଇଛି । ଥଣ୍ଡାକାଶରେ ପୀଡ଼ିତ ବ୍ୟକ୍ତି ମାସ୍କ ପିନ୍ଧିବାକୁ ବାଧ୍ୟତାମୂଳକ କରାଯାଇଛି । ହସ୍ପିଟାଲରେ କରୋନା ନିୟମ ମାନିବାକୁ ନିର୍ଦ୍ଦେଶ ଦିଆଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’