Masthead

ପିଲାମାନେ ପରୀକ୍ଷାରେ ଭଲ କରିବେ: ସମୀର ରଞ୍ଜନ ଦାଶ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ପରୀକ୍ଷା କେନ୍ଦ୍ର ପରିଦର୍ଶନ କଲେ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ । ଆଜି ଠାରୁ ଆରମ୍ଭ ହୋଇଛି ମାଟ୍ରିକ ସମେଟିଭ ୨ ପରୀକ୍ଷା। ଭୁବନେଶ୍ୱର ଡୁମଡୁମା ନିକଟରେ ଥିବା ସୟଦ ମମତାଜ ଅଲି ହାଇସ୍କୁଲ ପରୀକ୍ଷା କେନ୍ଦ୍ର ପରିଦର୍ଶନ କରିଛନ୍ତି ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ। ଶାନ୍ତି ଶୃଙ୍ଖଳା ସହ ପରୀକ୍ଷା ଆରମ୍ଭ ହୋଇଛି। ପିଲାମାନେ ପ୍ରଶ୍ନ ପତ୍ର ପାର୍ଟନ ପୂର୍ବରୁ ଜାଣିଛନ୍ତି।

ସମେଟିଭ ୧ ପରୀକ୍ଷା ଦେଇଛନ୍ତି। ତେଣୁ ଡ଼ରିବାର ଆଵଶ୍ୟକତା ନାହିଁ। ପିଲାମାନେ ନିଶ୍ଚିତ ଭାବେ ଭଲ କରିବେ ବୋଲି କହିଛନ୍ତି ମନ୍ତ୍ରୀ । ପରୀକ୍ଷା ସମୟରେ ଛାତ୍ର ଛତ୍ରୀମାନଙ୍କୁ ପଥଭ୍ରଷ୍ଟ କରିବା ପାଇଁ କିଛି ଅସମାଜିକ ବ୍ୟକ୍ତି ସୋସିଆଲ ମିଡ଼ିଆ ରେ ପ୍ରଶ୍ନପତ୍ର ଭାଇରାଲ କରିଥାନ୍ତି। ସାଇବର ଥାନାରେ ଏତଲା ଦିଆଯାଇଛି। ଯେଉଁମାନେ ଏଭଳି କରୁଛନ୍ତି ସେମାନଙ୍କ ଉପରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ମନ୍ତ୍ରୀ କହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ