Masthead

ଦୁର୍ଘଟଣାକୁ ପୂରିଲା ୧୦ ଦିନ, ମୃତକଙ୍କ ଆତ୍ମାର ସଦଗତି ପାଇଁ ସମୁହ ମୁଣ୍ଡନ

ବାଲେଶ୍ୱର (ବଡ଼ ଖବର ବ୍ୟୁରୋ): ବାହାନଗା ଟ୍ରେନ୍ ଦୁର୍ଘଟଣାର ଆଜି ୧୦ ଦିନ । ଦୁର୍ଘଟଣାରେ ମୃତକଙ୍କ ଆତ୍ମାର ସଦଗତି ଓ ଆହତମାନଙ୍କ ଆଶୁ ଆରୋଗ୍ୟ କାମନା ପାଇଁ ଆଜି ସମୂହ ମୁଣ୍ଡନ ହେଲେ ସାମାଜିକ କର୍ମୀ । ଶହ ଶହ କର୍ମୀ ଓ ମହିଳା ଏହି କର୍ମରେ ସାମିଲ ହୋଇଛନ୍ତି । ଦଶାହ ପରେ ଦୁଇ ଦିନଧରି ଶାନ୍ତି ମହାଯଜ୍ଞ , ଅଖଣ୍ଡ ଗାୟତ୍ରୀଜପ ସହ ଶ୍ରଦ୍ଧାଞ୍ଜଳି ସଭା ଅନୁଷ୍ଠିତ ହେବ । ମଙ୍ଗଳବାର ଅପରାହ୍ନରେ ପାଞ୍ଚ ହଜାର ଆଠ ଦୀପ ଦାନ କରାଯିବାର ବ୍ୟବସ୍ଥା କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ