Masthead

ଦୁର୍ଘଟଣାକୁ ପୂରିଲା ୧୦ ଦିନ, ମୃତକଙ୍କ ଆତ୍ମାର ସଦଗତି ପାଇଁ ସମୁହ ମୁଣ୍ଡନ

ବାଲେଶ୍ୱର (ବଡ଼ ଖବର ବ୍ୟୁରୋ): ବାହାନଗା ଟ୍ରେନ୍ ଦୁର୍ଘଟଣାର ଆଜି ୧୦ ଦିନ । ଦୁର୍ଘଟଣାରେ ମୃତକଙ୍କ ଆତ୍ମାର ସଦଗତି ଓ ଆହତମାନଙ୍କ ଆଶୁ ଆରୋଗ୍ୟ କାମନା ପାଇଁ ଆଜି ସମୂହ ମୁଣ୍ଡନ ହେଲେ ସାମାଜିକ କର୍ମୀ । ଶହ ଶହ କର୍ମୀ ଓ ମହିଳା ଏହି କର୍ମରେ ସାମିଲ ହୋଇଛନ୍ତି । ଦଶାହ ପରେ ଦୁଇ ଦିନଧରି ଶାନ୍ତି ମହାଯଜ୍ଞ , ଅଖଣ୍ଡ ଗାୟତ୍ରୀଜପ ସହ ଶ୍ରଦ୍ଧାଞ୍ଜଳି ସଭା ଅନୁଷ୍ଠିତ ହେବ । ମଙ୍ଗଳବାର ଅପରାହ୍ନରେ ପାଞ୍ଚ ହଜାର ଆଠ ଦୀପ ଦାନ କରାଯିବାର ବ୍ୟବସ୍ଥା କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା