Masthead

ସାଲେପୁରରେ ଗଣ ଆନ୍ଦୋଳନ

ସାଲେପୁର, (ବଡ଼ ଖବର ବ୍ୟୁରୋ) : ସାଲେପୁର ବିଦ୍ୟୁତ୍ କାର୍ଯ୍ୟାଳୟ ସମ୍ମୁଖରେ ଗଣ ଆନ୍ଦୋଳନ । ବିଦ୍ୟୁତ୍ ଶୁଳ୍କ ବୃଦ୍ଧି, ଅଘୋଷିତ ବିଦ୍ୟୁତ୍ କାଟ, ବିପଦ ସଙ୍କୁଳ ଅବସ୍ଥାରେ ଥିବା ବିଦ୍ୟୁତ୍ ଖୁଣ୍ଟିର ତୁରନ୍ତ ମରାମତି ଦାବିରେ ବିଦ୍ୟୁତ୍ ଉପଭୋକ୍ତା ମିଳିତ ମଞ୍ଚର ଗଣ ଆନ୍ଦୋଳନ । ମୁତାରିଫ୍ ଗ୍ରାମ ପଞ୍ଚାୟତର ସମିତି ସଭ୍ୟ ତଥା କଟକ ଜିଲ୍ଲା CPI ସଭାପତି ଉଦୟ କେଶରୀ ବର୍ମାଙ୍କ ନେତୃତ୍ୱରେ ଏହି ଆନ୍ଦୋଳନ ଅନୁଷ୍ଠିତ ହୋଇଯାଇଛି। ପ୍ରତିବାଦରେ ଏକ ଲିଖିତ ଦାବିପତ୍ର SDOଙ୍କୁ ଦିଆଯାଇଛି। ଆଗାମୀ ଦିନରେ ଦାବି ପୂରଣ ନ ହେଲେ ଆନ୍ଦୋଳନକୁ ତୀବ୍ରତର କରାଯିବ ବୋଲି ବିଦ୍ୟୁତ୍ ଉପଭୋକ୍ତା ମିଳିତ ମଞ୍ଚ ଚେତାବନୀ ଦେଇଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ