Masthead

ରାଜଧାନୀରେ ସଂଘବଦ୍ଧ ଆକ୍ରମଣ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଦିନକୁ ଦିନ ରାଜଧାନୀ ସାଧାରଣ ଜନତା ପାଇଁ ଅସୁରକ୍ଷିତ ହୋଇପଡ଼ୁଛି । ଏହା ମଧ୍ୟରେ ପୁଣି ସାମ୍ନାକୁ ଆସିଛି ଆଉ ଏକ ଆକ୍ରମଣ । ତେବେ ଭୁବନେଶ୍ୱରସ୍ଥିତ କଳିଙ୍ଗଷ୍ଟାଡିୟମ ନିକଟରେ ଏକ ଯୁବକକୁ ସଂଘବଦ୍ଧ ଆକ୍ରମଣ କରାଯାଇଛି । ଏପରିକି ଟ୍ରାଫକ ଛକ ଉପରେ ଆତଙ୍କ ଖେଳାଇଲେ ଦୁର୍ବୃତ୍ତ । ସେପଟେ ଆହତ ଯୁବକକୁ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଥିବାର ସୂଚନା ମିଳିଛି । ଏହା ସହ ପୂର୍ବ ଶତୃତାକୁ କେନ୍ଦ୍ରକରି ଯୁବକଙ୍କୁ ଆକ୍ରମଣ କରାଯାଇଛି ବୋଲି ଯୁବକ ଜଣକ ସ୍ପଷ୍ଟ କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ