Masthead

ରାଜଧାନୀରେ ସଂଘବଦ୍ଧ ଆକ୍ରମଣ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଦିନକୁ ଦିନ ରାଜଧାନୀ ସାଧାରଣ ଜନତା ପାଇଁ ଅସୁରକ୍ଷିତ ହୋଇପଡ଼ୁଛି । ଏହା ମଧ୍ୟରେ ପୁଣି ସାମ୍ନାକୁ ଆସିଛି ଆଉ ଏକ ଆକ୍ରମଣ । ତେବେ ଭୁବନେଶ୍ୱରସ୍ଥିତ କଳିଙ୍ଗଷ୍ଟାଡିୟମ ନିକଟରେ ଏକ ଯୁବକକୁ ସଂଘବଦ୍ଧ ଆକ୍ରମଣ କରାଯାଇଛି । ଏପରିକି ଟ୍ରାଫକ ଛକ ଉପରେ ଆତଙ୍କ ଖେଳାଇଲେ ଦୁର୍ବୃତ୍ତ । ସେପଟେ ଆହତ ଯୁବକକୁ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଥିବାର ସୂଚନା ମିଳିଛି । ଏହା ସହ ପୂର୍ବ ଶତୃତାକୁ କେନ୍ଦ୍ରକରି ଯୁବକଙ୍କୁ ଆକ୍ରମଣ କରାଯାଇଛି ବୋଲି ଯୁବକ ଜଣକ ସ୍ପଷ୍ଟ କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା