Masthead

ଚୀନରେ ଭୟଙ୍କର ଭୂମିକମ୍ପ, ୧୧୧ ମୃତ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଚୀନ୍‌ରେ ଭୂକମ୍ପ, ୧୧୧ ମୃତ । ଉତ୍ତର-ପଶ୍ଚିମ ଚୀନ୍‌ରେ ଶକ୍ତିଶାଳୀ ଭୂକମ୍ପ । ରିକ୍ଟର ସ୍କେଲରେ ତିବ୍ରତା ୬.୨ ଥିବା ରେକର୍ଡ ହୋଇଛି । ଏବେ ବି ଉଦ୍ଧାର କାର୍ଯ୍ୟ ଜାରି । ଭୁଶୁଡ଼ିଛି ବଡ଼ ବଡ଼ କୋଠା । ମୃତ୍ୟୁସଂଖ୍ୟା ଆହୁରି ବଢ଼ିବା ଆଶଙ୍କା କରାଯାଉଛି । ଗାନ୍‌ସୁ ଓ କିନଘାଇ ପ୍ରୋଭିନ୍ସ ସବୁଠୁ ଅଧିକ ପ୍ରଭାବିତ ଉତ୍ତର ପଶ୍ଚିମ ଚୀନରେ ଶକ୍ତିଶାଳୀ ଭୂମିକମ୍ପ ।

ଭୂମିକମ୍ପ ପ୍ରଭାବରେ ଆଇସଲ୍ୟାଣ୍ଡରେ ଆଗ୍ନେୟ ଉଦଗିରଣ ମଧ୍ୟ ହୋଇଛି । ବେଜିଂ ରାଜଧାନୀଠାରୁ ପ୍ରାୟ ୧୪୫୦ କିଲୋମିଟର ଦକ୍ଷିଣ-ପଶ୍ଚିମଦିଗରେ ଅବସ୍ଥିତ ପ୍ରାଦେଶିକ ରାଜଧାନୀ ଗାନ୍ସୁରେ ଏହି ଭୂମିକମ୍ପ ଅନୁଭୂତ ହୋଇଥିଲା।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ