Masthead

ଅଗ୍ନିକାଣ୍ଡରେ ୬ ଜୀବନ୍ତ ଦଗ୍ଧ

ସିକନ୍ଦରାବାଦ(ବଡ଼ ଖବର ବ୍ୟୁରୋ): ହୁତୁ ହୋଇ ଜଳିଗଲା ଆପାର୍ଟମେଣ୍ଟ । ଚାଲିଗଲା ୬ ଜଣଙ୍କ ଜୀବନ । ଗୁରୁବାର ରାତିରେ ତେଲେଙ୍ଗାନାର ସିକନ୍ଦରାବାଦ ସ୍ଥିତ ସ୍ୱପ୍ନାଲୋକ ଆପାର୍ଟମେଣ୍ଟରେ ଭୟଙ୍କର ଅଗ୍ନିକାଣ୍ଡ ଘଟି ୬ ଜଣଙ୍କ ଜୀବନ ଯାଇଛି। ମୃତକଙ୍କ ମଧ୍ୟରେ ୪ ଯୁବକ ଓ ୨ ଯୁବତୀ ଥିବା ଜଣାପଡିଛି । ସମସ୍ତଙ୍କ ବୟସ ପ୍ରାୟ ୨୦ ବର୍ଷ ହେବ । ଏହି ଅଗ୍ନିକାଣ୍ଡରୁ ୭ ଜଣଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଛି । ସର୍ଟ ସର୍କିଟରୁ ଏହି ଅଗ୍ନିକାଣ୍ଡ ହୋଇଥିବା ଅନୁମାନ କରାଯାଉଛି। ସିକନ୍ଦରାବାଦର ଏକ ୮ ତାଲା ବିଶିଷ୍ଟ ଆପାର୍ଟମେଣ୍ଟରେ ନିଆଁ ଲାଗିଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା