Masthead

ନିର୍ବାଚନ ପୂର୍ବରୁ ବଡ଼ ଧରଣର ଆଇଟି ରେଡ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ପଞ୍ଚମ ପର୍ଯ୍ୟାୟ ନିର୍ବାଚନ ପୂର୍ବରୁ ବଡ଼ ଆଇଟି ରେଡ୍‌। ଜଣେ ଜୋତା ବ୍ୟବସାୟୀଙ୍କ ଘରୁ ବିପୁଳ ପରିମାଣର ଟଙ୍କା ଜବତ ହୋଇଛି । ଉତ୍ତରପ୍ରଦେଶ ଆଗ୍ରାରେ ବଡ଼ ଧରଣର ଆଇଟି ରେଡ ହୋଇଛି । ଆୟକର ଅଧିକାରୀମାନେ ଟଙ୍କା ଗଣା କାର୍ଯ୍ୟରେ ଲାଗିଥିବା ବେଳେ ଏପର୍ଯ୍ୟନ୍ତ ନଗଦ ୪୦ କୋଟି ଟଙ୍କା ଜବତ ହୋଇଛି । ଟଙ୍କା ଗଣା ଜାରି ରହିଥିବାରୁ ଜବତ ଟଙ୍କାର ପରିମାଣ ବୃଦ୍ଧି ପାଇବ ବୋଲି କୁହାଯାଉଛି । ଶନିବାର ଅପରାହ୍ନରୁ ଆୟକର ବିଭାଗର ଏକ ସ୍ବତନ୍ତ୍ର ଟିମ ଚଢାଉ ଜାରି ରଖିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ