Masthead

ମେଗା ଜଳ ପ୍ରକଳ୍ପକୁ ବିରୋଧ କରି ବିରାଟ ଜନ ଆନ୍ଦୋଳନ

କେନ୍ଦ୍ରାପଡ଼ା(ବଡ଼ ଖବର ବ୍ୟୁରୋ): ଖରସ୍ରୋତା ମେଗା ଜଳ ପ୍ରକଳ୍ପକୁ ନେଇ ତେଜୁଛି ବିବାଦ। ପୋଲିସର ଦବଙ୍ଗ ଗିରି ଓ କମ୍ପାନୀ ବିରୂଧରେ ବୁଧବାର ସଂଗ୍ରାମ ସମିତିର ସମନ୍ୱୟ କମିଟି ବୈଠକ ଆୟୋଜିତ ହୋଇଥିଲା । ଆଜି ହେବ ବିରାଟ ଜନ ଆନ୍ଦୋଳନ।ସଂଗ୍ରାମ ସମିତି ପ୍ରସାସନ ବିରୁଦ୍ଧରେ ଦେଇଛି ରଣ ହୁଙ୍କାର।ସେପଟେ ପୋଲିସ ଟିମ ସହ ଘଟଣା ସ୍ଥଳ ପରି ଭ୍ରମଣ କରିଛନ୍ତି କେନ୍ଦ୍ରାପଡା ଏସ୍ପି।ରାଜକନିକା ଓ ଆଳି ଅଞ୍ଚଳରେ ଆହୁରି ଅଧିକ ପୋଲିସ ମୁତୟନ କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି