Masthead

ମାଷ୍ଟରବ୍ଲାଷ୍ଟର ସଚିନ ତେନ୍ଦୁଲକର କରୋନା ପଜିଟିଭ

ମୁମ୍ବାଇ (ବଡ଼ ଖବର ବ୍ୟୁରୋ): ମାଷ୍ଟରବ୍ଲାଷ୍ଟର ସଚିନ ତେନ୍ଦୁଲକରଙ୍କୁ କରୋନା । ଏନେଇ ଟୁଇଟକରି ସୂଚନା ଦେଇଛନ୍ତି ନିଜେ ସଚିନ । ତାଙ୍କ ପାଖରେ ସାମାନ୍ୟ କରୋନା ଲକ୍ଷଣ ଦେଖାଦେଇଥିଲା । ପରେ ସେ ନିଜର ଚିକିତ୍ସା ଆରମ୍ଭ କରିଦେଇଛନ୍ତି । କରୋନା ପଜିଟିଭ ଚିହ୍ନଟ ପରେ ନିଜକୁ ସଙ୍ଗରୋଧରେ ରଖିଛନ୍ତି ସଚିନ । ଏହାସହ କରୋନାର ସମସ୍ତ ଗାଇଡଲାଇନ ପାଳନ କରୁଥିବା ନେଇ ସୂଚନା ଦେଇଛନ୍ତି ତେନ୍ଦୁଲକର ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ