Masthead

ମୁମ୍ବାଇ ଓ ଦିଲ୍ଲୀରେ ହେବାକୁ ଥିବା ମ୍ୟାଚରେ ଫୁଟିବନି ବାଣ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ବିଷ ବଳୟରେ ରାଜଧାନୀ । ରାଜଧାନୀ ଦିଲ୍ଲୀରେ ବଢୁଛି ବାୟୁ ପ୍ରଦୂଷଣ । ବିପଜ୍ଜନକ ବାୟୁ ପ୍ରଦୂଷଣକୁ ଦୃଷ୍ଟିରେ ରଖି ପାଞ୍ଚ ରାଜ୍ୟକୁ ଜବାବ ମାଗିଲେ ସୁପ୍ରିମକୋର୍ଟ। ପ୍ରଦୂଷଣ ମୁକାବିଲା ପାଇଁ କି କି ପଦକ୍ଷେପ ଗ୍ରହଣ କରିଛ ତାର ବିସ୍ତୃତ ବିବରଣୀ ଦେବାକୁ ପାଞ୍ଚ ରାଜ୍ୟକୁ ନୋଟିସ୍ କରିଛନ୍ତି ସର୍ବୋଚ୍ଚ ଅଦାଲତ। ସେପଟେ ମୁମ୍ବାଇ ଓ ଦିଲ୍ଲୀରେ ହେବାକୁ ଥିବା ମ୍ୟାଚରେ ଫୁଟିବନି ବାଣ । ବାୟୂ ପ୍ରଦୂଷଣକୁ ଦୃଷ୍ଟିରେ ରଖି ଏଭଳି ନିଷ୍ପତ୍ତି ନେଇଛି ବିସିସିଆଇ । ଏନେଇ ଆଇସିସିକୁ ମଧ୍ୟ ଅବଗତ କରିଛି ବିସିସିଆଇ ।

ଆସନ୍ତାକାଲି ଶ୍ରୀଲଙ୍କା ବିପକ୍ଷରେ ମୁମ୍ବାଇରେ ମୈଦାନକୁ ଓହ୍ଲାଇବ ଟିମ୍ ଇଣ୍ଡିଆ । ମ୍ୟାଚ୍ ଆରମ୍ଭ ପୂର୍ବରୁ ଏଭଳି ନିଷ୍ପତ୍ତି ନେଇଛି ବିସିସିଆଇ । ଶ୍ରୀଲଙ୍କା ବିପକ୍ଷ ମ୍ୟାଚ୍ ପାଇଁ ମୁମ୍ବାଇରେ ପହଞ୍ଚି ସାରିଛି ଟିମ୍ ଇଣ୍ଡିଆ । ଅନ୍ୟପଟେ ପରିସ୍ଥିତି ଏପରି ହେଲାଣି ଯେ ଏବେ ଦିନରେ ଘରୁ ବାହାରିବା କଷ୍ଟକର ହୋଇପଡୁଛି, ବିଶେଷକରି ଦିଲ୍ଲୀରେ ଏହା ଗମ୍ଭୀର ସ୍ଥିତିରେ ପହଞ୍ଚିଛି। ଦିଲ୍ଲୀରେ ବାୟୁ ପ୍ରଦୂଷଣର ଏକ ମୁଖ୍ୟ କାରଣ ହେଉଛି ବିଲରେ ନଡା ଜଳିବା। ଏସବୁ ଉପରେ ରୋକ୍ ଲଗାଇବାର ଆବଶ୍ୟକତାକୁ ଦୃଷ୍ଟିରେ ରଖି ରାଜ୍ୟମାନଙ୍କୁ ଜବାବ ମାଗିଛନ୍ତି ସୁପ୍ରିମକୋର୍ଟ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ